India is becoming an excellent conductor for semiconductor investments: PM Modi

July 28th, 10:31 am

PM Modi inaugurated SemiconIndia 2023 at Mahatma Mandir in Gandhinagar, Gujarat. The theme of the Conference is ‘Catalysing India’s Semiconductor Ecosystem’. It showcases India’s semiconductor strategy and policy which envisions making India a global hub for semiconductor design, manufacturing and technology development.

ପ୍ରଧାନମନ୍ତ୍ରୀ ଗୁଜରାଟର ଗାନ୍ଧିନଗର ଠାରେ ସେମିକନ୍ ଇଣ୍ଡିଆ ୨୦୨୩ ର ଉଦଘାଟନ କରିଛନ୍ତି

July 28th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧିନଗରର ମହାତ୍ମା ମନ୍ଦିରରେ ସେମିକନ୍ ଇଣ୍ଡିଆ ୨୦୨୩ ର ଉଦଘାଟନ କରିଛନ୍ତି । ସମ୍ମିଳନୀର ବିଷୟବସ୍ତୁ ହେଉଛି ‘ଭାରତର ସେମିକଣ୍ଡକ୍ଟର ପାରିବେଶିକ ବ୍ୟବସ୍ଥାର ଉତ୍‌ପ୍ରେରିତ କରିବା’ । ଏହା ଭାରତର ସେମିକଣ୍ଡକ୍ଟର ରଣନୀତି ଏବଂ ନୀତିକୁ ପ୍ରଦର୍ଶିତ କରେ, ଯାହା ଭାରତକୁ ସେମିକଣ୍ଡକ୍ଟର ଡିଜାଇନ୍‌, ଉତ୍ପାଦନ ଏବଂ ପ୍ରଯୁକ୍ତି ବିକାଶ ପାଇଁ ଏକ ବିଶ୍ୱସ୍ତରୀୟ କେନ୍ଦ୍ର କରିବାକୁ କଳ୍ପନା କରେ ।

୨୩ତମ ଏସସିଓ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

July 04th, 12:30 pm

ଆଜି ୨୩ତମ ଏସସିଓ ଶିଖର ସମ୍ମିଳନୀରେ, ଆପଣମାନଙ୍କୁ ସ୍ୱାଗତ ଜଣାଉଛି । ବିଗତ ଦୁଇ ଦଶନ୍ଧି ମଧ୍ୟରେ, ଏସସିଓ ସମଗ୍ର ଏସୀୟ କ୍ଷେତ୍ରରେ ଶାନ୍ତି, ସମୃଦ୍ଧି ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ରୂପରେ ଉଭା ହୋଇଛି । ଏହି କ୍ଷେତ୍ର ସହିତ ଭାରତର ହଜାର ହଜାର ବର୍ଷ ପୁରୁଣା ସାଂସ୍କୃତିକ ଏବଂ ନାଗରିକ ସମ୍ପର୍କ ରହିଛି । ଆମ ସହଭାଗୀ ଐତିହ୍ୟ ଏହାର ଜୀବନ୍ତ ପ୍ରମାଣ। ଆମେ ଏହି କ୍ଷେତ୍ରକୁ କେବଳ ‘‘ସମ୍ପ୍ରସାରିତ ପଡ଼ୋଶୀ’’ ବୋଲି ଗ୍ରହଣ କରି ନାହୁଁ ବରଂ ଆମେ ଏହାକୁ ‘‘ବଡ଼ ପରିବାର’’ ଭଳି ଦେଖୁଛୁ ।

12 ଜାନୁଆରୀ 2022 ରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ଯୁବ ମହୋତ୍ସବ ପାଇଁ ଆପଣଙ୍କ ବିଚାର ଏବଂ ପରାମର୍ଶ ଅଂଶୀଦାର କରନ୍ତୁ

January 09th, 12:32 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 12 ଜାନୁଆରୀ 2022 ରେ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ 25ତମ ଜାତୀୟ ଯୁବ ମହୋତ୍ସବର ଉଦଘାଟନ କରିବେ ଏବଂ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ । ପ୍ରଧାନମନ୍ତ୍ରୀଙ୍କ ଭାଷଣ ପାଇଁ ଯୁବାଙ୍କୁ ସେମାନଙ୍କର ବିଚାର ଏବଂ ପରାମର୍ଶ ଯୋଗଦାନ କରିବାକୁ ଆହ୍ୱାନ । ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ କିଛି ବିଚାର ଏବଂ ପରାମର୍ଶ ଅନ୍ତର୍ଭୁକ୍ତ କରିପାରନ୍ତି ।

କର୍ଣ୍ଣାଟକର ଟୁମକୁରୁ ଠାରେ ଆୟୋଜିତ ଯୁବ ସମାବେଶକୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ (ଭିଡିଓ କନଫରେନ୍ସ ଜରିଆରେ)

March 04th, 04:24 pm

ପରମ ଶ୍ରଦ୍ଧେୟ ସ୍ୱାମୀ ଗୌତମାନନ୍ଦ ମହାରାଜ, ସ୍ୱାମୀ ଜୀତକାମାନନ୍ଦ ମହାରାଜ, ସ୍ୱାମୀ ନିର୍ଭୟାନନ୍ଦ ସରସ୍ୱତୀ, ସ୍ୱାମୀ ବୀରେଶାନନ୍ଦ ସରସ୍ୱତୀ ମହାରାଜ, ସ୍ୱାମୀ ପରମାନନ୍ଦନ ମହାରାଜ, ଦେଶର କୋଣ ଅନୁକୋଣରୁ ଉପସ୍ଥିତ ଋଷି-ମୁନୀ-ସନ୍ଥଗଣ ଏବଂ ହଜାର ହଜାର ସଂଖ୍ୟାରେ ଉପସ୍ଥିତ ମୋର ଯୁବ ବନ୍ଧୁଗଣ ।

ರಾಮಕೃಷ್ಣ-ವಿವೇಕಾನಂದ ಆಶ್ರಮ, ರಾಮಕೃಷ್ಣ ನಗರ, ತುಮಕೂರು ಇಲ್ಲಿನ ಯುವ ಸಮ್ಮೇಳನ ಹಾಗೂ ಸಾಧು-ಭಕ್ತ ಸಮ್ಮೇಳನದಲ್ಲಿ ಗೌರವಾನ್ವಿತ ಪ್ರಧಾನ ಮಂತ್ರಿ ಇವರ ಭಾಷಣ

March 04th, 03:23 pm

ರಾಮಕೃಷ್ಣ-ವಿವೇಕಾನಂದ ಆಶ್ರಮ, ರಾಮಕೃಷ್ಣ ನಗರ, ತುಮಕೂರು ಇಲ್ಲಿನ ಯುವ ಸಮ್ಮೇಳನ ಹಾಗೂ ಸಾಧು-ಭಕ್ತ ಸಮ್ಮೆಳನದಲ್ಲಿ ಗೌರವಾನ್ವಿತ ಪ್ರಧಾನ ಮಂತ್ರಿ ಇವರ ಭಾಷಣ

କର୍ଣ୍ଣାଟକର ଟୁମକୁରୁଠାରେ ଯୁବ ସମ୍ମେଳନକୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ

March 04th, 12:04 pm

କର୍ଣ୍ଣାଟକର ଟୁମକୁରୁଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଯୁବ ସମ୍ମେଳନକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କରିଛନ୍ତି । ଏହି ସମ୍ମେଳନ ଯୁବଶକ୍ତି-ନୂତନ ଭାରତର ସଂକଳ୍ପ ବିଷୟବସ୍ତୁ ଉପରେ ଆୟୋଜନ କରାଯାଇଥିଲା ।