ଦ୍ୱିତୀୟ ରାଷ୍ଟ୍ରୀୟ ଯୁବ ସଂସଦ ମହୋତ୍ସବର ଉଦଯାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 12th, 10:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଦ୍ୱିତୀୟ ଜାତୀୟ ଯୁବ ପାର୍ଲାମେଣ୍ଟ ଉତ୍ସବର ସମାବର୍ତ୍ତନ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇଛନ୍ତି । ସଂସଦର କେନ୍ଦ୍ରୀୟ କକ୍ଷରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଉତ୍ସବର ୩ ଜଣ ଯୁବ ଜାତୀୟ ବିଜେତାଙ୍କ ମତାମତ ଶୁଣିଥିଲେ । ଏହି କାର୍ଯ୍ୟକ୍ରମରେ ଲୋକସଭା ବାଚସ୍ପତି, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏବଂ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଉପସ୍ଥିତ ଥିଲେ । ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ଜୟନ୍ତୀରେ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମୟର ପ୍ରବାହ ସତ୍ତ୍ୱେ ଆମର ଜାତୀୟ ଜୀବନରେ ସ୍ୱାମୀ ବିବେକାନନ୍ଦଙ୍କ ପ୍ରଭାବ ଓ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିଛି । ଜାତୀୟତା ଓ ରାଷ୍ଟ୍ର ନିର୍ମାଣରେ ତାଙ୍କର ଦୃଷ୍ଟିକୋଣ ତଥା ଜନସାଧାରଣ ଓ ସମଗ୍ର ବିଶ୍ୱର ସେବା କରିବା ପାଇଁ ତାଙ୍କ ବାଣୀ ଏବେ ମଧ୍ୟ ଆମକୁ ଅନୁପ୍ରାଣିତ କରୁଛି । ବ୍ୟକ୍ତି ଓ ଅନୁଷ୍ଠାନ ପ୍ରତି ସ୍ୱାମୀଜୀଙ୍କ ଅବଦାନ ସଂପର୍କରେ ଆଲୋକପାତ କରି ପ୍ରଧାନମନ୍ତୀ କହିଥିଲେ ଯେ ଯେଉଁ ବ୍ୟକ୍ତିବିଶେଷ ସ୍ୱାମୀ ବିବେକାନନ୍ଦଙ୍କ ସଂସ୍ପର୍ଶରେ ଆସି ଅନୁଷ୍ଠାନମାନ ନିର୍ମାଣ କରିଥିଲେ ସେମାନେ ପରବର୍ତ୍ତୀ କାଳରେ ନୂଆ ଅନୁଷ୍ଠାନ ନିର୍ମାତାମାନଙ୍କୁ ସୃଷ୍ଟି କରିଥିଲେ । ଏହାଦ୍ୱାରା ଏକ ସଦ୍ଚକ୍ର ସୃଷ୍ଟି ହୋଇଥିଲା ; ଯେଉଁଥିରେ ବ୍ୟକ୍ତିକୁ ନେଇ ଅନୁଷ୍ଠାନ ଗଠିତ ହୋଇଥିଲା ଏବଂ ଅନୁଷ୍ଠାନ ଉତ୍ତମ ବ୍ୟକ୍ତି ନିର୍ମାଣ କରୁଥିଲା । ଏହା ଭାରତର ଏକ ବିରାଟ ବଳ । ଏ ବେକାର ଭାରତରେ ଉତ୍ତମ କଂପାନୀ ନିର୍ମାଣ ଏବଂ ସେହି କଂପାନୀ ମାଧ୍ୟମରେ କିପରି ଉତ୍ତମ ବ୍ୟକ୍ତିବିଶେଷ ତିଆରି ହେଉଛନ୍ତି ତାହାର ଉଦାହରଣ ଦେଇ ସେ ଏହି ସଦ୍ଚକ୍ରର ବ୍ୟାଖ୍ୟା କରିଥିଲେ । ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ନୂଆ ଶିକ୍ଷାନୀତିରୁ ଯୁବ ସମାଜ ନମନୀୟତା, ଅଭିନବତା ଓ ନବସୃଜନକାରୀ ଶିକ୍ଷା ଢାଞ୍ଚା ଶିଖିବାର ସୁଯୋଗ ନେବା ଉଚିତ । ଆମେ ଦେଶରେ ଏପରି ଏକ ପରିବେଶ ସୃଷ୍ଟି କରିବାକୁ ଚେଷ୍ଟିତ; ଯଦ୍ଦ୍ୱାରା କୌଣସି ଯୁବକଯୁବତୀ ବିଦେଶମୁହାଁ ହେବେ ନାହିଁ ।ଦ୍ୱିତୀୟ ଜାତୀୟ ଯୁବ ପାର୍ଲାମେଣ୍ଟ ଉତ୍ସବର ସମାବର୍ତ୍ତନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
January 12th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଦ୍ୱିତୀୟ ଜାତୀୟ ଯୁବ ପାର୍ଲାମେଣ୍ଟ ଉତ୍ସବର ସମାବର୍ତ୍ତନ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇଛନ୍ତି । ସଂସଦର କେନ୍ଦ୍ରୀୟ କକ୍ଷରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଉତ୍ସବର ୩ ଜଣ ଯୁବ ଜାତୀୟ ବିଜେତାଙ୍କ ମତାମତ ଶୁଣିଥିଲେ । ଏହି କାର୍ଯ୍ୟକ୍ରମରେ ଲୋକସଭା ବାଚସ୍ପତି, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏବଂ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଉପସ୍ଥିତ ଥିଲେ । ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ଜୟନ୍ତୀରେ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମୟର ପ୍ରବାହ ସତ୍ତ୍ୱେ ଆମର ଜାତୀୟ ଜୀବନରେ ସ୍ୱାମୀ ବିବେକାନନ୍ଦଙ୍କ ପ୍ରଭାବ ଓ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିଛି । ଜାତୀୟତା ଓ ରାଷ୍ଟ୍ର ନିର୍ମାଣରେ ତାଙ୍କର ଦୃଷ୍ଟିକୋଣ ତଥା ଜନସାଧାରଣ ଓ ସମଗ୍ର ବିଶ୍ୱର ସେବା କରିବା ପାଇଁ ତାଙ୍କ ବାଣୀ ଏବେ ମଧ୍ୟ ଆମକୁ ଅନୁପ୍ରାଣିତ କରୁଛି । ବ୍ୟକ୍ତି ଓ ଅନୁଷ୍ଠାନ ପ୍ରତି ସ୍ୱାମୀଜୀଙ୍କ ଅବଦାନ ସଂପର୍କରେ ଆଲୋକପାତ କରି ପ୍ରଧାନମନ୍ତୀ କହିଥିଲେ ଯେ ଯେଉଁ ବ୍ୟକ୍ତିବିଶେଷ ସ୍ୱାମୀ ବିବେକାନନ୍ଦଙ୍କ ସଂସ୍ପର୍ଶରେ ଆସି ଅନୁଷ୍ଠାନମାନ ନିର୍ମାଣ କରିଥିଲେ ସେମାନେ ପରବର୍ତ୍ତୀ କାଳରେ ନୂଆ ଅନୁଷ୍ଠାନ ନିର୍ମାତାମାନଙ୍କୁ ସୃଷ୍ଟି କରିଥିଲେ । ଏହାଦ୍ୱାରା ଏକ ସଦ୍ଚକ୍ର ସୃଷ୍ଟି ହୋଇଥିଲା ; ଯେଉଁଥିରେ ବ୍ୟକ୍ତିକୁ ନେଇ ଅନୁଷ୍ଠାନ ଗଠିତ ହୋଇଥିଲା ଏବଂ ଅନୁଷ୍ଠାନ ଉତ୍ତମ ବ୍ୟକ୍ତି ନିର୍ମାଣ କରୁଥିଲା । ଏହା ଭାରତର ଏକ ବିରାଟ ବଳ । ଏ ବେକାର ଭାରତରେ ଉତ୍ତମ କଂପାନୀ ନିର୍ମାଣ ଏବଂ ସେହି କଂପାନୀ ମାଧ୍ୟମରେ କିପରି ଉତ୍ତମ ବ୍ୟକ୍ତିବିଶେଷ ତିଆରି ହେଉଛନ୍ତି ତାହାର ଉଦାହରଣ ଦେଇ ସେ ଏହି ସଦ୍ଚକ୍ରର ବ୍ୟାଖ୍ୟା କରିଥିଲେ । ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ନୂଆ ଶିକ୍ଷାନୀତିରୁ ଯୁବ ସମାଜ ନମନୀୟତା, ଅଭିନବତା ଓ ନବସୃଜନକାରୀ ଶିକ୍ଷା ଢାଞ୍ଚା ଶିଖିବାର ସୁଯୋଗ ନେବା ଉଚିତ । ଆମେ ଦେଶରେ ଏପରି ଏକ ପରିବେଶ ସୃଷ୍ଟି କରିବାକୁ ଚେଷ୍ଟିତ; ଯଦ୍ଦ୍ୱାରା କୌଣସି ଯୁବକଯୁବତୀ ବିଦେଶମୁହାଁ ହେବେ ନାହିଁ ।କର୍ଣ୍ଣାଟକର ଟୁମକୁରୁ ଠାରେ ଆୟୋଜିତ ଯୁବ ସମାବେଶକୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ (ଭିଡିଓ କନଫରେନ୍ସ ଜରିଆରେ)
March 04th, 04:24 pm
ପରମ ଶ୍ରଦ୍ଧେୟ ସ୍ୱାମୀ ଗୌତମାନନ୍ଦ ମହାରାଜ, ସ୍ୱାମୀ ଜୀତକାମାନନ୍ଦ ମହାରାଜ, ସ୍ୱାମୀ ନିର୍ଭୟାନନ୍ଦ ସରସ୍ୱତୀ, ସ୍ୱାମୀ ବୀରେଶାନନ୍ଦ ସରସ୍ୱତୀ ମହାରାଜ, ସ୍ୱାମୀ ପରମାନନ୍ଦନ ମହାରାଜ, ଦେଶର କୋଣ ଅନୁକୋଣରୁ ଉପସ୍ଥିତ ଋଷି-ମୁନୀ-ସନ୍ଥଗଣ ଏବଂ ହଜାର ହଜାର ସଂଖ୍ୟାରେ ଉପସ୍ଥିତ ମୋର ଯୁବ ବନ୍ଧୁଗଣ ।ರಾಮಕೃಷ್ಣ-ವಿವೇಕಾನಂದ ಆಶ್ರಮ, ರಾಮಕೃಷ್ಣ ನಗರ, ತುಮಕೂರು ಇಲ್ಲಿನ ಯುವ ಸಮ್ಮೇಳನ ಹಾಗೂ ಸಾಧು-ಭಕ್ತ ಸಮ್ಮೇಳನದಲ್ಲಿ ಗೌರವಾನ್ವಿತ ಪ್ರಧಾನ ಮಂತ್ರಿ ಇವರ ಭಾಷಣ
March 04th, 03:23 pm
ರಾಮಕೃಷ್ಣ-ವಿವೇಕಾನಂದ ಆಶ್ರಮ, ರಾಮಕೃಷ್ಣ ನಗರ, ತುಮಕೂರು ಇಲ್ಲಿನ ಯುವ ಸಮ್ಮೇಳನ ಹಾಗೂ ಸಾಧು-ಭಕ್ತ ಸಮ್ಮೆಳನದಲ್ಲಿ ಗೌರವಾನ್ವಿತ ಪ್ರಧಾನ ಮಂತ್ರಿ ಇವರ ಭಾಷಣକର୍ଣ୍ଣାଟକର ଟୁମକୁରୁଠାରେ ଯୁବ ସମ୍ମେଳନକୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ
March 04th, 12:04 pm
କର୍ଣ୍ଣାଟକର ଟୁମକୁରୁଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଯୁବ ସମ୍ମେଳନକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କରିଛନ୍ତି । ଏହି ସମ୍ମେଳନ ଯୁବଶକ୍ତି-ନୂତନ ଭାରତର ସଂକଳ୍ପ ବିଷୟବସ୍ତୁ ଉପରେ ଆୟୋଜନ କରାଯାଇଥିଲା ।