Prime Minister Narendra Modi to distribute over 71,000 appointment letters under Rozgar Mela
December 22nd, 09:48 am
PM Modi will distribute more than 71,000 appointment letters to newly appointed recruits. He will also address the gathering on this occasion. Rozgar Mela is a step towards fulfilment of the commitment of PM Modi to accord highest priority to employment generation."ଏକ ବର୍ଷ - ଫଳାଫଳ ଉତ୍କର୍ଷ" ଏବଂ ରାଜସ୍ଥାନର ଜୟପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ କାର୍ଯ୍ୟକ୍ରମରେ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 17th, 12:05 pm
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶରୁ ବିଶେଷ ଭାବେ ଏଠାକୁ ଆସିଥିବା ଆମର ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଜୀ, ଯିଏ କେନ୍ଦ୍ରର ମନ୍ତ୍ରିମଣ୍ଡଳରେ ମୋର ସହକର୍ମୀ ଶ୍ରୀମାନ ସିଂ। ଆର ପାଟିଲ ଜୀ, ଭାଗୀରଥ ଚୌଧୁରୀ ଜୀ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଜୀ, ପ୍ରେମ ଚାନ୍ଦ ଭୈରବଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ରାଜସ୍ଥାନର ବିଧାୟକ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ରାଜସ୍ଥାନର ମୋର ପ୍ରିୟ ଭାଇ ଭଉଣୀମାନେ। ଏବଂ ଭର୍ଚୁଆଲ ମାଧ୍ୟମରେ ଆମ ସହିତ ଯୋଡି ହୋଇଥିବା ଆମର ରାଜସ୍ଥାନର ହଜାର ହଜାର ପଞ୍ଚାୟତରେ ଏକାଠି ହୋଇଥିବା ମୋର ସମସ୍ତ ଭାଇ ଭଉଣୀ ମାନେ ଆମ ସହିତ ଭର୍ଚୁଆଲ ଭାବରେ ଯୋଡ଼ି ହୋଇଛନ୍ତି।ରାଜସ୍ଥାନର ଜୟପୁରଠାରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ 'ଏକ ବର୍ଷ - ପରିଣାମ ଉତ୍କର୍ଷ'ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 17th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ 'ଏକ ବର୍ଷ-ପରିଣାମ ଉତ୍କର୍ଷ'ରେ ଅଂଶଗ୍ରହଣ କରିଥିଲେ । ସଭାକୁ ସମ୍ବୋଧିତ କରି ସେ ରାଜସ୍ଥାନ ସରକାର ଏକ ବର୍ଷ ସଫଳତାର ସହ ପୂରଣ କରିଥିବାରୁ ରାଜସ୍ଥାନ ସରକାର ଏବଂ ରାଜସ୍ଥାନବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଏକାଠି ହୋଇଥିବା ଲକ୍ଷ ଲକ୍ଷ ଲୋକଙ୍କ ଆଶୀର୍ବାଦ ଲାଭ କରିଥିବାରୁ ସେ ଭାଗ୍ୟବାନ ବୋଲି କହିଛନ୍ତି। ରାଜସ୍ଥାନର ବିକାଶମୂଳକ କାର୍ଯ୍ୟକୁ ଏକ ନୂତନ ଦିଗ ଓ ଗତି ଦେବା ପାଇଁ ନିଆଯାଇଥିବା ପ୍ରୟାସ ନିମନ୍ତେ ଶ୍ରୀ ମୋଦୀ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଟିମକୁ ପ୍ରଶଂସା କରିଥିଲେ । ସେ ଆହୁରି ମଧ୍ୟ କହିଛନ୍ତି ଯେ ପ୍ରଥମ ବର୍ଷ ଆଗାମୀ ଅନେକ ବର୍ଷର ବିକାଶ ପାଇଁ ଏକ ମଜଭୁତ ଭିତ୍ତିଭୂମି ଭାବରେ କାର୍ଯ୍ୟ କରିଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଜିର କାର୍ଯ୍ୟକ୍ରମ କେବଳ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ହେବାର ପ୍ରତୀକ ନୁହେଁ, ବରଂ ରାଜସ୍ଥାନର ଉଜ୍ଜ୍ୱଳତା ଏବଂ ରାଜସ୍ଥାନର ବିକାଶର ପର୍ବର ପ୍ରତୀକ । ନିକଟରେ ରାଇଜିଂ ରାଜସ୍ଥାନ ଶିଖର ସମ୍ମିଳନୀ ୨୦୨୪ ଗସ୍ତକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ ସେଠାରେ ସମଗ୍ର ବିଶ୍ୱର ଅନେକ ନିବେଶକ ଉପସ୍ଥିତ ଥିଲେ ଏବଂ ଆଜି ୪୫,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଉଦଘାଟନ କରାଯାଇଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ପ୍ରକଳ୍ପଗୁଡ଼ିକ ରାଜସ୍ଥାନରେ ଜଳକୁ ନେଇ ସାମନା କରୁଥିବା ପ୍ରତିବନ୍ଧକ ଗୁଡ଼ିକର ଉପଯୁକ୍ତ ସମାଧାନ ପ୍ରଦାନ କରିବ ଏବଂ ରାଜସ୍ଥାନକୁ ଭାରତର ସବୁଠାରୁ ଭଲ ଭାବରେ ସଂଯୋଜିତ ରାଜ୍ୟରେ ପରିଣତ କରିବ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଉନ୍ନୟନମୂଳକ କାର୍ଯ୍ୟ ଗୁଡ଼ିକ ଅଧିକ ନିବେଶକଙ୍କୁ ଆମନ୍ତ୍ରଣ କରିବ, ଅନେକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ପର୍ଯ୍ୟଟନ କ୍ଷେତ୍ରକୁ ସୁଦୃଢ଼ କରିବ ଏବଂ ରାଜସ୍ଥାନର କୃଷକ, ମହିଳା ଏବଂ ଯୁବକମାନଙ୍କୁ ଉପକୃତ କରିବ ।ଏସିଆ କପ୍ ଟାଇଟଲ ବିଜେତା ଭାରତୀୟ ଜୁନିଅର ମହିଳା ହକି ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
December 16th, 09:35 pm
ଏସିଆ କପ୍ ବିଜେତା ଭାରତୀୟ ଜୁନିଅର ମହିଳା ହକି ଟିମକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଟିମର ଧୈର୍ଯ୍ୟ ଓ ଦୃଢ଼ ସଂକଳ୍ପକୁ ସେ ପ୍ରଶଂସା କରିଥିଲେ ।Our Constitution is the foundation of India’s unity: PM Modi in Lok Sabha
December 14th, 05:50 pm
PM Modi addressed the Lok Sabha on the 75th anniversary of the Indian Constitution's adoption. He reflected on India's democratic journey and paid tribute to the framers of the Constitution.ସମ୍ବିଧାନ ପ୍ରଣୟନର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭାରେ ଏକ ସ୍ୱତନ୍ତ୍ର ବିତର୍କ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 14th, 05:47 pm
ସମ୍ବିଧାନ ପ୍ରଣୟନର ୭୫ତମ ବାର୍ଷିକୀ ଉପଲକ୍ଷେ ଆଜି ଲୋକସଭାରେ ଆୟୋଜିତ ଏକ ସ୍ବତନ୍ତ୍ର ବିତର୍କ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଥିଲେ । ଗୃହକୁ ସମ୍ବୋଧନ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ଭାରତର ସମସ୍ତ ନାଗିରକ ଓ ଗଣତନ୍ତ୍ରକୁ ସମ୍ମାନ ଜଣାଉଥିବା ବିଶ୍ବର ସମସ୍ତ ଲୋକମାନଙ୍କ ପାଇଁ ଏକ ଗର୍ବ ଓ ସମ୍ମାନର ବିଷୟ ଯେ ଆମେ ଗଣତନ୍ତ୍ରର ଏହି ଉତ୍ସବକୁ ପାଳନ କରୁଛୁ । ଆମ ସମ୍ବିଧାନର ୭୫ ଉଲ୍ଲେଖନୀୟ ବର୍ଷର ଯାତ୍ରା ପାଇଁ ସେ ସମ୍ବିଧାନ ପ୍ରଣେତାମାନଙ୍କ ଦୂରଦୃଷ୍ଟି ଓ ଉଦ୍ୟମକୁ ସେ ପ୍ରସଂଶା କରିବା ସହ କହିଥିଲେ ଯେ ସଫଳତାର ୭୫ ବର୍ଷ ପୂରଣ ପରେ ଗଣତନ୍ତ୍ରର ଏହି ଉତ୍ସବ ପାଳନ ପାଇଁ ସମୟ ଉପନୀତ । ସଂସଦର ସଦସ୍ୟମାନେ ଏହି ସମାରୋହରେ ନିଜକୁ ସାମିଲ କରି ନିଜର ମତାମତ ପ୍ରଦାନ କରୁଥିବାରୁ ସେ ଆନନ୍ଦ ପ୍ରକାଶ କରିବା ସହ ସେ ଧନ୍ୟବାଦ ଓ ଅଭିନନ୍ଦନ ଜଣାଇଥିଲେ ।ପ୍ରୟାଗରାଜରେ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 13th, 02:10 pm
ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଜୀ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଜୀ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜୀ, ବ୍ରଜେଶ ପାଠକ ଜୀ, ଉତ୍ତରପ୍ରଦେଶର ମନ୍ତ୍ରୀ, ସାଂସଦ ଏବଂ ବିଧାୟକ ସାଥିମାନେ, ପ୍ରୟାଗରାଜର ମେୟର ଏବଂ ଜିଲ୍ଲା ପଞ୍ଚାୟତ ସଭାପତି, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର ପ୍ରିୟ ଭାଇ ଭଉଣୀମାନେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ପ୍ରୟାଗରାଜରେ ପ୍ରାୟ ୫୫୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
December 13th, 02:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ପ୍ରାୟ ୫୫୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସଙ୍ଗମର ପବିତ୍ର ଭୂମିକୁ ପ୍ରଣାମ କରିଥିଲେ ଓ ମହାକୁମ୍ଭକୁ ଆସୁଥିବା ସାଧୁସନ୍ୟାସୀଙ୍କ ପ୍ରତି ନିଜର ସମ୍ମାନ ପ୍ରକଟ କରିଥିଲେ । ନିଜର କଠିନ ପରିଶ୍ରମ ଓ ନିଷ୍ଠା ବଳରେ ମହାକୁମ୍ଭକୁ ସଫଳ କରିଥିବା ଶ୍ରମିକ, ସଫାଇ କର୍ମଚାରୀମାନଙ୍କୁ ମଧ୍ୟ ଶ୍ରୀ ମୋଦୀ ନିଜର କୃତଜ୍ଞତା ଜଣାଇଥିଲେ । ମହାକୁମ୍ଭର ବୃହତ୍ ଆୟୋଜନ ଓ ବିଶାଳ ଆକାର କଥା ଉଲ୍ଲେଖକରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ବିଶ୍ବର ଅନ୍ୟତମ ବୃହତ୍ ଜନସମାଗମ । ୪୫ ଦିନ ପାଇଁ ଆୟୋଜନ ହେଉଥିବା ଏହି ମହାଯଜ୍ଞକୁ ପ୍ରତିଦନ ଲକ୍ଷ ଲକ୍ଷ ଲୋକଙ୍କୁ ସ୍ବାଗତ କରାଯାଇଥାଏ ଓ ଏଥିପାଇଁ ଏକ ସମ୍ପୂର୍ଣ୍ଣ ନୂଆ ସହର ଛିଡ଼ା କରିଦିଆଯାଏ । “ପ୍ରୟାଗରାଜର ଭୂମିରେ ଏକ ନୂଆ ଇତିହାସ ଲେଖାଯାଉଛି” ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆସନ୍ତା ବର୍ଷ ଆୟୋଜନ ହେଉଥିବା ମହାକୁମ୍ଭ ଦେଶର ଆଧ୍ୟାତ୍ମିକ ଓ ସାଂସ୍କୃତିକ ପରିଚୟକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ଓ ଏକତାର ଏପରି ଏକ ମହାଯଜ୍ଞ ସଂପର୍କରେ ସମଗ୍ର ବିଶ୍ବରେ ଚର୍ଚ୍ଚା ହେବ । ମହାକୁମ୍ଭର ସଫଳ ଆୟୋଜନ ନିମସ୍ତେ ସେ ଲୋକମାନଙ୍କୁ ନିଜର ଶୁଭେଚ୍ଛା ଜଣାଇଛନ୍ତି ।ତାମିଲ କବି ସୁବ୍ରମଣ୍ୟମ ଭାରତୀଙ୍କ ସମ୍ପୂର୍ଣ୍ଣ ରଚନା ଗୁଡିକର ସଂକଳନ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 11th, 02:00 pm
କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, ରାଓ ଇନ୍ଦ୍ରଜିତ୍ ସିଂ, ଏଲ୍ ମୁରୁଗାନ୍ ଜୀ ଏବଂ ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ସାହିତ୍ୟ ସେଭି, ସିନି ବିଶ୍ୱନାଥନ ଜୀ, ପ୍ରକାଶକ ଭି ଶ୍ରୀନିବାସନ ଜୀ ଏବଂ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଭଦ୍ର..... ମହିଳା ଏବଂ ଭଦ୍ର ମାନେ।PM Modi releases compendium of complete works of great Tamil poet Subramania Bharati
December 11th, 01:30 pm
PM Modi released the compendium of complete works of great Tamil poet and freedom fighter Subramania Bharati at 7, Lok Kalyan Marg. The Prime Minister lauded the extraordinary, unprecedented and tireless work of six decades for the compilation of 'Kaala Varisaiyil Bharathiyar Padaippugal' in 21 volumes. He added that the hard work of Seeni Vishwanathan ji was such a penance, which will benefit many generations to come.ଡିସେମ୍ବର ୧୧ ରେ ସ୍ମାର୍ଟ ଇଣ୍ଡିଆ ହାକାଥନ ୨୦୨୪ର ଅଂଶଗ୍ରହଣକାରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
December 09th, 07:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଡିସେମ୍ବର ୨୦୨୩ ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଗ୍ରାଣ୍ଡ ଫାଇନାଲରେ ଯୁବ ଉଦ୍ଭାବକମାନଙ୍କ ସହ ଆଲୋଚନା କରିବେ । ଗ୍ରାଣ୍ଡ ଫାଇନାଲରେ ୧୩୦୦ରୁ ଅଧିକ ଛାତ୍ର ଦଳ ଅଂଶଗ୍ରହଣ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।ଅହମ୍ମଦାବାଦର ରାମକୃଷ୍ଣ ମଠ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 01:30 pm
ଗୁଜରାଟର ଜଣେ ପୁତ୍ର ହିସାବରେ ମୁଁ ଆପଣମାନଙ୍କୁ ଏହି କାର୍ଯ୍ୟକ୍ରମରେ ସ୍ୱାଗତ କରୁଛି, ଅଭିନନଦନ ଜଣାଉଛି । ମୁଁ ମା ଶାରଦା, ଗୁରୁଦେବ ରାମକୃଷ୍ଣ ପରମହଂସ ଏବଂ ସ୍ୱାମୀ ବିବେକାନନ୍ଦଜୀଙ୍କୁ, ସେମାନଙ୍କ ଚରଣରେ ପ୍ରଣାମ କରୁଛି । ଶ୍ରୀମତ୍ ସ୍ୱାମୀ ପ୍ରେମାନନ୍ଦ ମହାରାଜଙ୍କ ଜୟନ୍ତୀ ଅବସରରେ ଆଜିର ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ମୁଁ ତାଙ୍କ ଚରଣରେ ପ୍ରଣାମ ମଧ୍ୟ କରୁଛି।ଗୁଜରାଟରେ ରାମକୃଷ୍ଣ ମଠ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 09th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ରାମକୃଷ୍ଣ ମଠରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ଦେଶ ବିଦେଶର ରାମକୃଷ୍ଣ ମଠ ଓ ମିଶନର ସମ୍ମାନଜନକ ସନ୍ଥ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ଏବଂ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଶ୍ରୀ ମୋଦୀ ଦେବୀ ଶାରଦା, ଗୁରୁଦେବ ରାମକୃଷ୍ଣ ପରମହଂସ ଏବଂ ସ୍ୱାମୀ ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶ୍ରୀମତ ସ୍ୱାମୀ ପ୍ରେମାନନ୍ଦ ମହାରାଜଙ୍କ ଜୟନ୍ତୀ ଅବସରରେ ଆଜିର କାର୍ଯ୍ୟକ୍ରମ ଆୟୋଜନ କରାଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।Odisha is experiencing unprecedented development: PM Modi in Bhubaneswar
November 29th, 04:31 pm
Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.PM Modi's Commitment to Making Odisha a Global Hub of Growth and Opportunity
November 29th, 04:30 pm
Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.ଆମର ଯୁବ ଶକ୍ତି ଚମତ୍କାର କରିପାରିବେ : ପ୍ରଧାନମନ୍ତ୍ରୀ
November 28th, 07:41 pm
ଭାରତର ଯୁବ ଶକ୍ତି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିପାରିବେ ବୋଲି ଆତ୍ମବିଶ୍ୱାସ ପ୍ରକାଶ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ସେମାନେ କୌଣସି ବି ଲକ୍ଷ୍ୟ ହାସଲ କରିପାରିବେ। ସେମାନଙ୍କର ଭବିଷ୍ୟତ ଉଜ୍ଜ୍ୱଳ ଏବଂ ସଫଳତା ଆଣିଦେବା ପାଇଁ ସମସ୍ତ ସୁଯୋଗ ଦେବାକୁ ସରକାରଙ୍କ ପ୍ରତିବଦ୍ଧତାକୁ ଶ୍ରୀ ମୋଦୀ ଦୋହରାଇଛନ୍ତି ।ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗର ଅଂଶବିଶେଷ ହେବା ପାଇଁ ଯୁବପିଢ଼ିଙ୍କୁ କ୍ୱିଜରେ ଅଂଶ ଗ୍ରହଣ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ
November 27th, 01:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସିକ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗର ଅଂଶବିଶେଷ ହେବା ପାଇଁ ଯୁବ ପିଢ଼ିଙ୍କୁ ଏକ କ୍ୱିଜ ପ୍ରତିଯୋଗିତାରେ ଭାଗ ନେବାକୁ ଅନୁରୋଧ କରିଛନ୍ତି । ଏହା ବିକଶିତ ଭାରତ ଲକ୍ଷ୍ୟ ପୂରଣ ଦିଗରେ ସେମାନଙ୍କର ବିଶେଷ ଯୋଗଦାନ ହେବ ବୋଲି ସେ କହିଛନ୍ତି ।ମନ୍ କୀ ବାତ୍ ନଭେମ୍ବର 2024
November 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ମନର କଥା, ଅର୍ଥାତ, ଦେଶର ମିଳିତ ପ୍ରୟାସର କଥା, ଦେଶର ଉପଲବ୍ଧିଗୁଡ଼ିକର କଥା, ଲୋକମାନଙ୍କର ସାମର୍ଥ୍ୟର କଥା । ମନର କଥା ଅର୍ଥାତ, ଦେଶର ଯୁବବର୍ଗଙ୍କ ସ୍ୱପ୍ନ, ଦେଶର ନାଗରିକମାନଙ୍କ ଆକାଂକ୍ଷାର କଥା । ମୁଁ ମାସକଯାକ ‘ମନ୍ କି ବାତ୍’କୁ ଅପେକ୍ଷା କରିଥାଏ, ଯାହାଦ୍ୱାରା ଆପଣମାନଙ୍କ ସହିତ ସିଧା କଥାବାର୍ତ୍ତା କରିପାରିବି । କେତେ କେତେ ବାର୍ତ୍ତା, କେତେ ମେସେଜ୍! ଅଧିକରୁ ଅଧିକ ବାର୍ତ୍ତାଗୁଡ଼ିକୁ ପଢ଼ିବା, ଆପଣମାନଙ୍କ ପରାମର୍ଶ ଉପରେ ଚିନ୍ତା କରିବା ପାଇଁ ମୁଁ ସମ୍ପୂର୍ଣ୍ଣ ଭାବେ ଚେଷ୍ଟା କରିଥାଏ ।ଭିଡିଓ କନଫରେନ୍ସିଂ ଜରିଆରେ ନ୍ୟୁଜ୍ ୯ ଗ୍ଲୋବାଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 22nd, 10:50 pm
ମନ୍ତ୍ରୀ ୱିନଫ୍ରିଡ, କ୍ୟାବିନେଟରେ ମୋର ସହଯୋଗୀ, ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ଏହି ଶିଖର ସମ୍ମିଳନୀରେ ସାମିଲ ହେଉଥିବା ମହିଳା ଏବଂ ଭଦ୍ରବ୍ୟକ୍ତିମାନେ!ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ଆୟୋଜିତ ନ୍ୟୁଜ୍ ୯ ଗ୍ଲୋବାଲ୍ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି।
November 22nd, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜର୍ମାନୀର ଷ୍ଟୁଟଗାର୍ଟଠାରେ ଆୟୋଜିତ ନ୍ୟୁଜ୯ ଗ୍ଲୋବାଲ ଶିଖର ସମ୍ମିଳନୀକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଏହି ଶିଖର ସମ୍ମିଳନୀ ଭାରତ-ଜର୍ମାନୀ ଭାଗିଦାରୀରେ ଏକ ନୂତନ ଅଧ୍ୟାୟ ଯୋଡ଼ିବ । ଆଜିର ସୂଚନା ଯୁଗରେ ଭାରତର ଏକ ଗଣମାଧ୍ୟମ ସଂସ୍ଥା ଜର୍ମାନୀ ଓ ଜର୍ମାନୀ ଲୋକଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରୁଥିବାରୁ ମୁଁ ଖୁସି ବୋଲି ସେ କହିଛନ୍ତି। ଏହା ଜର୍ମାନୀ ଏବଂ ଜର୍ମାନୀବାସୀଙ୍କୁ ବୁଝିବା ପାଇଁ ଭାରତବାସୀଙ୍କୁ ଏକ ପ୍ଲାଟଫର୍ମ ପ୍ରଦାନ କରିବ ।