ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଓ ଦାରିଦ୍ର୍ୟ ମୁକାବିଲା ଉପରେ ଜି୨୦ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବିବୃତି

November 18th, 08:00 pm

ପ୍ରାରମ୍ଭରେ, ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ଜି-୨୦ ଶିଖର ସମ୍ମିଳନୀର ଆୟୋଜନ ଏବଂ ତାଙ୍କର ସଫଳ ଜି-୨୦ ଅଧ୍ୟକ୍ଷତା ପାଇଁ କରାଯାଇଥିବା ଭବ୍ୟ ବ୍ୟବସ୍ଥା ପାଇଁ ଅଭିନନ୍ଦନ ଜଣାଇବାକୁ ଚାହୁଁଛି ।

ପ୍ରଧାନମନ୍ତ୍ରୀ ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ ଉପରେ ଜି-୨୦ ଅଧିବେଶନକୁ ସମ୍ବୋଧିତ କରିଛନ୍ତି

November 18th, 07:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 'ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ' ଶୀର୍ଷକ ଜି-୨୦ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ବ୍ରାଜିଲ ରାଷ୍ଟ୍ରପତି ମହାମହିମ ଲୁଇସ ଇନାସିଓ ଲୁଲା ଡା ସିଲଭାଙ୍କୁ ଶିଖର ସମ୍ମିଳନୀ ଆୟୋଜନ କରିଥିବାରୁ ଏବଂ ତାଙ୍କର ଉଦାର ଆତିଥ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ । ନିରନ୍ତର ବିକାଶ ଲକ୍ଷ୍ୟ ଉପରେ ଗୁରୁତ୍ୱ ଦେଇ ବ୍ରାଜିଲର ଜି-୨୦ ଏଜେଣ୍ଡାକୁ ସେ ପ୍ରଶଂସା କରି କହିଥିଲେ ଯେ ଏହି ଆଭିମୁଖ୍ୟ ଦକ୍ଷିଣ ବିଶ୍ୱର ସମସ୍ୟାଗୁଡିକ ଉପରେ ଆଲୋକପାତ କରିଛି ଏବଂ ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀର ଲୋକାଭିମୁଖୀ ନିଷ୍ପତ୍ତିକୁ ଆଗେଇ ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତୀୟ ଜି-୨୦ ଅଧ୍ୟକ୍ଷତାରେ 'ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ' ଆହ୍ୱାନ ରିଓ ଆଲୋଚନାରେ ପ୍ରତିଫଳିତ ହେଉଛି।

ଡଃ କେନ୍ନେଥ ଡେଭିଡ କୌଣ୍ଡାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

June 17th, 11:04 pm

ଜାମ୍ବିଆର ପୂର୍ବତନ ରାଷ୍ଟ୍ରପତି ଡଃ କେନ୍ନେଥ ଡେଭିଡ କୌଣ୍ଡାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।

ଜାମ୍ବିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ଆଦାନ ପ୍ରଦାନ କରାଯାଇଥିବା ବୁଝାମଣା ପତ୍ର/ରାଜିନାମା ପତ୍ରର ସୂଚୀ

August 21st, 01:41 pm

ଜାମ୍ବିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ଆଦାନ ପ୍ରଦାନ କରାଯାଇଥିବା ବୁଝାମଣା ପତ୍ର/ରାଜିନାମା ପତ୍ରର ସୂଚୀ

"ଜାମ୍ବିଆ ରାଷ୍ଟ୍ରପତିଙ୍କ ସହିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ "

August 21st, 01:18 pm

ଜାମ୍ବିଆ ରାଷ୍ଟ୍ରପତି ଲୁଙ୍ଗୁଙ୍କ ସହିତ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଭୟ ଦେଶ ମଧ୍ୟରେ ମଜବୁତ ସମ୍ପର୍କ ଉପରେ ଉଲ୍ଲେଖ କରିଛନ୍ତି । ସେ କହିଛନ୍ତି ,'' ଭାରତ ଏବଂ ଜାମ୍ବିଆର ସମ୍ପର୍କ ଜାମ୍ବିଆର ସ୍ୱାଧୀନତାଠାରୁ ମଧ୍ୟ ପୁରୁଣା । ଜାମ୍ବିଆ ଭାରତର ଏକ ଗୁରୁତ୍ୱପୂର୍ଣ୍ଣ ମିତ୍ର ଏବଂ ଭରସା ଯୋଗ୍ୟ ବନ୍ଧୁ । ଆମେ ସମାନ ଗଣତାନ୍ତ୍ରିକ ମୂଲ୍ୟରେ ବିଶ୍ୱାସ କରୁଛନ୍ତି ଏବଂ ବିକାଶ ପାଇଁ ସଂଯୁକ୍ତ ମହତ୍ୱାକାଂକ୍ଷା ଉଭୟ ଦେଶକୁ ଯୋଡୁଛୁ ।

PM Modi meets African leaders

October 30th, 05:49 pm