ଜମ୍ମୁ-କଶ୍ମୀରରେ ସୋନମାର୍ଗ ଟନେଲ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଜମ୍ମୁ-କଶ୍ମୀରରେ ସୋନମାର୍ଗ ଟନେଲ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 13th, 12:30 pm

ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ମୋ କ୍ୟାବିନେଟ୍‌ର ସହଯୋଗୀ ଶ୍ରୀ ନୀତିନ ଗଡକରୀ ଜୀ, ଶ୍ରୀ ଜିତେନ୍ଦ୍ର ସିଂ ଜୀ, ଅଜୟ ଟମ୍ଟା ଜୀ, ଡେପୁଟି ସିଏମ ସୁରେନ୍ଦ୍ର କୁମାର ଚୌଧୁରୀ ଜୀ, ବିରୋଧୀ ଦଳ ନେତା ସୁନୀଲ ଶର୍ମା ଜୀ, ସମସ୍ତ ସାଂସଦ, ବିଧାୟକ ଏବଂ ଜମ୍ମୁ ଓ କଶ୍ମୀରର ମୋର ପ୍ରିୟ ଭାଇ ଭଉଣୀ ।

ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 13th, 12:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଶ୍ରମିକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ, ଯେଉଁମାନେ ଜମ୍ମୁ-କଶ୍ମୀର ଓ ଭାରତର ବିକାଶ ପାଇଁ କଠିନ ପରିଶ୍ରମ କରିଛନ୍ତି ଏବଂ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ଶ୍ରୀ ମୋଦୀ କହିଥିଲେ, ଆହ୍ୱାନ ସତ୍ତ୍ୱେ ଆମର ସଂକଳ୍ପ ଥମିବାର ନାଁ ଧରୁନାହିଁ। ଶ୍ରମିକମାନଙ୍କ ଦୃଢ଼ ସଂକଳ୍ପ ଓ ପ୍ରତିବଦ୍ଧତା ଏବଂ ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି କାର୍ଯ୍ୟ ସମ୍ପନ୍ନ କରିଥିବାରୁ ସେ ତାଙ୍କୁ ପ୍ରଶଂସା କରିଥିଲେ। ୭ ଜଣ ଶ୍ରମିକଙ୍କ ମୃତ୍ୟୁରେ ସେ ଶୋକ ପ୍ରକାଶ କରିଥିଲେ।

Prime Minister Narendra Modi to visit J&K and inaugurate Sonamarg Tunnel project

Prime Minister Narendra Modi to visit J&K and inaugurate Sonamarg Tunnel project

January 11th, 05:41 pm

PM Modi will visit Sonamarg, J&K, on 13th January to inaugurate the 12 km Sonamarg Tunnel, built at a cost of over Rs 2,700 crore. The tunnel ensures all-weather connectivity between Srinagar and Sonamarg, boosting tourism and defense logistics in Ladakh. PM will also meet the workers who contributed to this engineering marvel.

In Kargil, we didn't just win a war; we showcased the incredible strength of truth, restraint, and capability: PM Modi in Ladakh

July 26th, 09:30 am

PM Modi paid homage to the bravehearts who made the supreme sacrifice in the line of duty on the occasion of 25th Kargil Vijay Diwas in Ladakh. “In Kargil, we not only won the war, we presented an incredible example of 'truth, restraint and strength”, Prime Minister Modi remarked.

କାର୍ଗିଲ ବିଜୟ ଦିବସରେ ଲଦାଖରେ ଶ୍ରଦ୍ଧାଞ୍ଜଳି ଅର୍ପଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

July 26th, 09:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲଦାଖରେ ୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ କର୍ତ୍ତବ୍ୟ ପାଳନ ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ଶ୍ରଦ୍ଧାଞ୍ଜଳି ସମାରୋହରେ ମଧ୍ୟ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏନସିଓମାନଙ୍କ ଦ୍ୱାରା କାର୍ଗିଲ ଯୁଦ୍ଧ ସମ୍ପର୍କରେ ଗୌରବଗାଥାର ସୂଚନା ଶୁଣିଥିଲେ ଏବଂ ଅମର ସସ୍ମରଣ: ସ୍ମାରକୀ କୁଟୀର ପରିଦର୍ଶନ କରିଥିଲେ । ସେ ବୀର ଭୂମି ମଧ୍ୟ ପରିଦର୍ଶନ କରିଥିଲେ।

Social Media Corner 20th May 2018

May 20th, 08:13 pm

Your daily dose of governance updates from Social Media. Your tweets on governance get featured here daily. Keep reading and sharing!

Social Media Corner 19 May 2018

May 19th, 07:29 pm

Your daily dose of governance updates from Social Media. Your tweets on governance get featured here daily. Keep reading and sharing!

ଶ୍ରୀନଗରଠାରେ କୃଷ୍ଣଗଙ୍ଗା ଜଳ ବିଦ୍ୟୁତ ପ୍ରକଳ୍ପକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

May 19th, 03:01 pm

ମଞ୍ଚ ଉପରେ ଉପସ୍ଥିତ ଜାମ୍ମୁ-କାଶ୍ମୀରର ରାଜ୍ୟପାଳ ଶ୍ରୀମାନ ଏନ୍. ଏନ୍. ଭୋରା ମହାଶୟ, ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍ତି ମହାଶୟା, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଶ୍ରୀମାନ ନିତିନ ଗଡ଼କରୀ ମହାଶୟ, ଡକ୍ଟର ଜିତେନ୍ଦ୍ର ସିଂହ ମହାଶୟ, ଆର୍. କେ. ସିଂହ ମହାଶୟ, ଜାମ୍ମୁ-କାଶ୍ମୀରର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମାନ କବିନ୍ଦ୍ର ଗୁପ୍ତା ମହାଶୟ, ରାଜ୍ୟର ଶକ୍ତି ମନ୍ତ୍ରୀ ଶ୍ରୀମାନ ସୁନୀଲ କୁମାର ଶର୍ମା ମହାଶୟ, ବିଧାନସଭାର ଉପ-ବାଚସ୍ପତି ଶ୍ରୀ ନଜିର ଅହମଦ ଖାନ୍ ମହାଶୟ, ସାଂସଦ ଏବଂ ଦେଶର ବରିଷ୍ଠ ନେତା ଆଦରଣୀୟ ଡକ୍ଟର ଫାରୁକ୍ ଅବଦୁଲ୍ଲା ମହାଶୟ, ସାଂସଦ ଶ୍ରୀମାନ ମୁଜାଫର ହୁସେନ ବେଗ୍ ମହାଶୟ, ଏବଂ ଏଠାରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ ଓ ଜାମ୍ମୁ-କାଶ୍ମୀରର ମୋର ପ୍ରିୟ ଭାଇ ଓ ଭଉଣୀ ମାନେ ।

ଶ୍ରୀନଗରରେ ପ୍ରଧାନମନ୍ତ୍ରୀ: ରାଷ୍ଟ୍ରକୁ ସମର୍ପିଲେ କୃଷ୍ଣଗଙ୍ଗା ଜଳବିଦ୍ୟୁତ ପ୍ରକଳ୍ପ

May 19th, 03:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀନଗରଠାରେ ଏକ ସମାରୋହରେ କୃଷ୍ଣଗଙ୍ଗା ଜଳବିଦ୍ୟୁତ ପ୍ରକଳ୍ପ ରାଷ୍ଟ୍ରକୁ ସମର୍ପିତ କରିଛନ୍ତି ।

ଲେହରେ ପ୍ରଧାନମନ୍ତ୍ରୀ: ଉନବିଂଶ କୁଶୋକ ବକୁଲା ରିନପୋଚେଙ୍କ ଜନ୍ମଶତବାର୍ଷିକୀ ସମାରୋହର ଉଦ୍ଯାପନୀ ଉତ୍ସବରେ ଯୋଗଦାନ; ଜୋଜିଲା ସୁଡ଼ଙ୍ଗ ନିର୍ମାଣ କାମର କଲେ ଶୁଭାରମ୍ଭ

May 19th, 12:21 pm

ଆଜି ଦିନିକିଆ ଜାମ୍ମୁ-କଶ୍ମୀର ଗସ୍ତର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲେହଠାରେ ପହଂଚିଥିଲେ ।

ସୋସିଆଲ ମିଡିଆ କର୍ଣ୍ଣର ମେ 18, 2018

May 18th, 07:47 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ପ୍ରଧାନମନ୍ତ୍ରୀଙ୍କ ଆସନ୍ତାକାଲି ଜାମ୍ମୁ ଓ କାଶ୍ମୀର ଗସ୍ତ

May 18th, 05:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (ମେ’ 19, 2018) ଦିନିକିଆ ଜାମ୍ମୁ-କାଶ୍ମୀର ଗସ୍ତରେ ଯିବେ ।