![ଉତରପ୍ରଦେଶର ଜେୱରଠାରେ ଅବସ୍ଥିତ ନୋଏଡା ଆନ୍ତର୍ଜାତିକ ବିମାନବନ୍ଦରର ଭିତିପ୍ରସ୍ତର ସ୍ଥାପନ ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଉତରପ୍ରଦେଶର ଜେୱରଠାରେ ଅବସ୍ଥିତ ନୋଏଡା ଆନ୍ତର୍ଜାତିକ ବିମାନବନ୍ଦରର ଭିତିପ୍ରସ୍ତର ସ୍ଥାପନ ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ](https://cdn.narendramodi.in/cmsuploads/0.92201300_1638260565_text-of-prime-minister-narendra-modi-s-speech-at-foundation-stone-laying-ceremony-of-noida-international-airport-at-jewar-uttar-pradesh.jpg)
ଉତରପ୍ରଦେଶର ଜେୱରଠାରେ ଅବସ୍ଥିତ ନୋଏଡା ଆନ୍ତର୍ଜାତିକ ବିମାନବନ୍ଦରର ଭିତିପ୍ରସ୍ତର ସ୍ଥାପନ ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 01:06 pm
ଉତରପ୍ରଦେଶର ଲୋକପ୍ରିୟ କର୍ମଯୋଗୀ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଏଠାକାର କର୍ମଠ ଉପ-ମୁଖ୍ୟମନ୍ତ୍ରୀ ତଥା ଆମର ପୂର୍ବତନ ସହଯୋଗୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଜେନେରାଲ୍ ଭି. କେ. ସିଂହ ଜୀ, ସଞ୍ଜୀବ୍ ବାଲ୍ୟାନ୍ ଜୀ, ଏସ୍. ପି. ସିଂହ ବାଘେଲ୍ ଜୀ, ବି. ଏଲ୍ ବର୍ମା ଜୀ, ଉତରପ୍ରଦେଶ ସରକାରରେ ମନ୍ତ୍ରୀ ଥିବା ଶ୍ରୀ ଲକ୍ଷ୍ମୀ ନାରାୟଣ ଚୌଧୁରୀ ଜୀ, ଶ୍ରୀ ଜୟ ପ୍ରତାପ ସିଂହ ଜୀ, ଶ୍ରୀକାନ୍ତ ଶର୍ମା ଜୀ, ଭୂପେନ୍ଦ୍ର ଚୌଧୁରୀ ଜୀ, ଶ୍ରୀ ନନ୍ଦଗୋପାଳ ଗୁପ୍ତା ଜୀ, ଅନିଲ ଶର୍ମା ଜୀ, ଧର୍ମ ସିଂହ ସାଇନି ଜୀ, ଅଶୋକ କଟାରିଆ ଜୀ, ଶ୍ରୀ ଜି. ଏସ୍.ଧର୍ମେଶ ଜୀ, ସଂସଦରେ ମୋର ସହଯୋଗୀ ଡକ୍ଟର ମହେଶ ଶର୍ମା ଜୀ, ଶ୍ରୀ ସୁରେନ୍ଦ୍ର ସିଂହ ନାଗର ଜୀ, ଶ୍ରୀ ଭୋଲା ସିଂହ ଜୀ, ସ୍ଥାନୀୟ ବିଧାୟକ ଶୀ ଧୀରେନ୍ଦ୍ର ସିଂହ ଜୀ, ମଂଚରେ ଉପରେ ଉପସ୍ଥିତ ଅନ୍ୟ ସମସ୍ତ ଲୋକପ୍ରତିନିଧିଗଣ ଏବଂ ବିପୁଳ ସଂଖ୍ୟାରେ ଆମ ସମସ୍ତଙ୍କୁ ଆଶୀର୍ବାଦ ଦେବାକୁ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ ।![ଉତ୍ତର ପ୍ରଦେଶର ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତର ପ୍ରଦେଶର ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ](https://cdn.narendramodi.in/cmsuploads/0.41970500_1637846173_pm-modi-lays-the-foundation-stone-of-noida-international-airport-uttar-pradesh.png)
ଉତ୍ତର ପ୍ରଦେଶର ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ
November 25th, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶରେ ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଜେନେରାଲ ଭିକେ ସିଂ, ଶ୍ରୀ ସଞ୍ଜିବ ବାଲିୟାଁ, ଶ୍ରୀ ଏସପି ସିଂ ବାଘେଲ ଏବଂ ଶ୍ରୀ ବିଏଲ ବର୍ମା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।![ନଭେମ୍ବର 25 ତାରିଖରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ନଭେମ୍ବର 25 ତାରିଖରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ](https://cdn.narendramodi.in/cmsuploads/0.15328300_1637644751_636x400-prime-minister-narendra-modi-to-lay-the-foundation-stone-of-noida-international-airport-on-november-25.jpeg)
ନଭେମ୍ବର 25 ତାରିଖରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
November 23rd, 09:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗରସ୍ଥିତ ଜେୱର ଠାରେ ୨୫ ନଭେମ୍ବର, ୨୦୨୧ରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର (ଏନଆଇଏ) ନିର୍ମାଣ ପାଇଁ ଶିଳାନ୍ୟାସ କରିବେ। ଏହି ବିମାନ ବନ୍ଦର ନିର୍ମାଣ ପରେ ଉତ୍ତର ପ୍ରଦେଶ ହେବ ପାଞ୍ଚଟି ଅନ୍ତର୍ଜାତୀୟ ବିମାନ ବନ୍ଦର ଥିବା ଦେଶର ଏକମାତ୍ର ରାଜ୍ୟ ।