ଗ୍ଲୋବାଲ ଫାଇନାନ୍ସ ସେଣ୍ଟ୍ରାଲ ବ୍ୟାଙ୍କର ରିପୋର୍ଟ କାର୍ଡସ୍ ୨୦୨୩ରେ ‘ଏ+’ ମାନ୍ୟତା ପାଇଥିବାରୁ ଶକ୍ତିକାନ୍ତ ଦାସଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ September 01st, 10:53 pm