ଅକ୍ଟୋବର ୨୯ରେ ରୋଜଗାର ମେଳା ଅଧିନରେ ସରକାରୀ ବିଭାଗ ଓ ସଂସ୍ଥାରେ ନୂଆ ନିଯୁକ୍ତି ପାଇଥିବା ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ October 28th, 01:05 pm