କିସ୍ତଓ୍ୱାର ଓ କାରଗିଲରେ ଅଚାନକ ବର୍ଷା ପରର ସ୍ଥିତି ଉପରେ କେନ୍ଦ୍ର ସରକାର ତୀକ୍ଷ୍ମ ଦୃଷ୍ଟି ରଖିଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, କେନ୍ଦ୍ର ସରକାର କିସ୍ତଓ୍ୱାର ଓ କାରଗିଲରେ ଅଚାନକ ବର୍ଷା ପରର ସ୍ଥିତି ଉପରେ ତୀକ୍ଷ୍ମ ଦୃଷ୍ଟି ରଖିଛନ୍ତି । ପ୍ରଭାବିତ ଅଞ୍ଚଳକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯାଉଛି । ସମସ୍ତଙ୍କ ସୁରକ୍ଷା ଓ ମଙ୍ଗଳ ପାଇଁ ପ୍ରାର୍ଥନା କରୁଛି ।
Central Government is closely monitoring the situation in the wake of the cloudbursts in Kishtwar and Kargil. All possible assistance is being made available in the affected areas. I pray for everyone’s safety and well-being.
— Narendra Modi (@narendramodi) July 28, 2021