ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଇ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅରୁଣ ସାଓ ଏବଂ ଶ୍ରୀ ବିଜୟ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି :
ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଇ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅରୁଣ ସାଓ ଏବଂ ଶ୍ରୀ ବିଜୟ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
CM of Chhattisgarh, Shri @vishnudsai, along with Deputy CMs, Shri @ArunSao3 and Shri @vijayratankwd met PM @narendramodi. pic.twitter.com/Zuglgpizl4
— PMO India (@PMOIndia) December 23, 2023