ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲରେ ପୋଷ୍ଟ ହୋଇଛି:
“ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ @ncbn ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।”
Chief Minister of Andhra Pradesh, Shri @ncbn, met Prime Minister @narendramodi. pic.twitter.com/6wTa2uCwPy
— PMO India (@PMOIndia) October 7, 2024