ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’
Chief Minister of Assam, Shri @himantabiswa met Prime Minister @narendramodi.@CMOfficeAssam pic.twitter.com/MrGnmTQfzo
— PMO India (@PMOIndia) December 11, 2023