ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱା ଶର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱା ଶର୍ମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।”
Chief Minister of Assam, Shri @himantabiswa, met Prime Minister @narendramodi. pic.twitter.com/qADfPV3hf7
— PMO India (@PMOIndia) July 22, 2024