ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁଦେଓ ସାଏ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:
“ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ @vishnudsai ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଲେ” ।
CM of Chhattisgarh, Shri @vishnudsai, met Prime Minister @narendramodi. pic.twitter.com/jwGaqJaH2p
— PMO India (@PMOIndia) October 7, 2024