ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀ ଠାରେ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଆଜି ସକାଳେ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଜୟରାମ ଠାକୁର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
Earlier today, CM of Himachal Pradesh Shri @jairamthakurbjp called on PM @narendramodi. pic.twitter.com/0ijxzxyTUJ
— PMO India (@PMOIndia) May 11, 2022