ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ
ଭେଟିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ
ଭେଟିଛନ୍ତି।
Chief Minister of Uttarakhand, Shri @pushkardhami met Prime Minister @narendramodi. pic.twitter.com/WszKPOJSV5
— PMO India (@PMOIndia) July 4, 2023