ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ବିମୁଦ୍ରୀକରଣ କଳା ଟଙ୍କା ହ୍ରାସ କରିବାରେ, ଟିକସ ବୃଦ୍ଧିରେ ସହାୟକ ହେବା ସହିତ ଦୁର୍ନୀତିକୁ ମଧ୍ୟ ରୋକିପାରିଛି ।
ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ଫଳାଫଳ ଜାତୀୟ ପ୍ରଗତି ପାଇଁ ବହୁତ ଲାଭଦାୟକ ଅଟେ ।
Demonetisation has helped reduce black money, increase tax compliance and formalization and given a boost to transparency.
— Narendra Modi (@narendramodi) November 8, 2020
These outcomes have been greatly beneficial towards national progress. #DeMolishingCorruption pic.twitter.com/A8alwQj45R