ମୁଁ ୨୨ତମ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଋଷକୁ ଏକ ସରକାରୀ ଗସ୍ତରେ ଯାଉଛି ଏବଂ ଆସନ୍ତା ତିନି ଦିନ ମଧ୍ୟରେ ଅଷ୍ଟ୍ରିଆକୁ ମୋର ପ୍ରଥମ ଗସ୍ତ ଆରମ୍ଭ କରୁଛି ।

 

ଗତ ଦଶ ବର୍ଷ ମଧ୍ୟରେ ଭାରତ ଏବଂ ଋଷ ମଧ୍ୟରେ ଶକ୍ତି, ନିରାପତ୍ତା, ବାଣିଜ୍ୟ, ପୁଞ୍ଜିନିବେଶ, ସ୍ୱାସ୍ଥ୍ୟ, ଶିକ୍ଷା, ସଂସ୍କୃତି, ପର୍ଯ୍ୟଟନ ଏବଂ ଲୋକମାନଙ୍କ ମଧ୍ୟରେ ଭାବ ବିନିମୟ କ୍ଷେତ୍ରରେ ସହଭାଗୀତା ବୃଦ୍ଧି ପାଇଛି ।


ମୁଁ ମୋର ବନ୍ଧୁ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ ସହଯୋଗର ସମସ୍ତ ଦିଗର ସମୀକ୍ଷା କରିବାକୁ ଏବଂ ବିଭିନ୍ନ ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗ ଉପରେ ଦୃଷ୍ଟିକୋଣ ବାଣ୍ଟିବାକୁ ଆଗ୍ରହୀ । ଆମେ ଏକ ଶାନ୍ତିପୂର୍ଣ୍ଣ ଏବଂ ସ୍ଥିର ବିଶ୍ୱ ପାଇଁ ସହାୟକ ଭୂମିକା ଗ୍ରହଣ କରିବାକୁ ଚାହୁଁଛୁ । ଏହି ଗସ୍ତ ମୋତେ ଋଷରେ ଥିବା ଭାରତୀୟ ସମ୍ପ୍ରଦାୟକୁ ଭେଟିବାର ସୁଯୋଗ ପ୍ରଦାନ କରିବ ।

 

ଅଷ୍ଟ୍ରିଆରେ ମୁଁ ରାଷ୍ଟ୍ରପତି ଆଲେକଜାଣ୍ଡର ଭାନ୍ ଡେର୍ ବେଲେନ୍ ଏବଂ ଚାନ୍ସେଲର କାର୍ଲ ନେହାମରଙ୍କୁ ଭେଟିବାର ସୁଯୋଗ ପାଇବି। ଅଷ୍ଟ୍ରିଆ ହେଉଛି ଆମର ଦୃଢ଼ ଏବଂ ଭରସାଯୋଗ୍ୟ ସହଯୋଗୀ ଏବଂ ଆମେ ଗଣତନ୍ତ୍ର ଏବଂ ବହୁଳବାଦର ଆଦର୍ଶକୁ ଅପଣାଇଛୁ ।


ଗତ ୪୦ ବର୍ଷ ମଧ୍ୟରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ଏହା ପ୍ରଥମ ଗସ୍ତ। ଉଦ୍ଭାବନ, ବୈଷୟିକ ଜ୍ଞାନକୌଶଳ ଏବଂ ନିରନ୍ତର ବିକାଶ ଆଦି ନୂତନ ଏବଂ ଉଦୀୟମାନ କ୍ଷେତ୍ରରେ ଆମର ଭାଗିଦାରୀକୁ ଆହୁରି  ଦୃଢ଼ କରିବା ପାଇଁ ମୁଁ ମୋର ଆଲୋଚନାକୁ ଅପେକ୍ଷା କରିଛି । ଅଷ୍ଟ୍ରିଆନ ଚାନ୍ସେଲରଙ୍କ ସହ ମିଶି ମୁଁ ପାରସ୍ପରିକ ଲାଭଦାୟକ ବାଣିଜ୍ୟ ଏବଂ ପୁଞ୍ଜିନିବେଶ ସୁଯୋଗ ଖୋଜିବା ପାଇଁ ଉଭୟ ପକ୍ଷର ବ୍ୟବସାୟୀ ମୁଖ୍ୟମାନଙ୍କ ସହ ମତ ବିନିମୟ କରିବାକୁ ଆଗ୍ରହୀ । ମୁଁ ଅଷ୍ଟ୍ରିଆରେ ରହୁଥିବା ଭାରତୀୟ ସମ୍ପ୍ରଦାୟ ସହିତ ମଧ୍ୟ ଆଲୋଚନା କରିବି ଯେଉଁମାନେ ସେମାନଙ୍କ ପେଶାଦାର ଆଚରଣ ପାଇଁ ଜଣାଶୁଣା ।

 

  • krishangopal sharma Bjp December 22, 2024

    नमो नमो 🙏 जय भाजपा 🙏🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹
  • krishangopal sharma Bjp December 22, 2024

    नमो नमो 🙏 जय भाजपा 🙏🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹
  • krishangopal sharma Bjp December 22, 2024

    नमो नमो 🙏 जय भाजपा 🙏🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹
  • Vivek Kumar Gupta September 20, 2024

    नमो ..🙏🙏🙏🙏🙏
  • Vivek Kumar Gupta September 20, 2024

    नमो ................................. 🙏🙏🙏🙏🙏
  • Himanshu Adhikari September 18, 2024

    ❣️❣️
  • दिग्विजय सिंह राना September 18, 2024

    हर हर महादेव
  • Avaneesh Rajpoot September 06, 2024

    jai ho
  • Raja Gupta Preetam September 05, 2024

    जय श्री राम
  • Reena chaurasia September 04, 2024

    बीजेपी
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
How has India improved its defence production from 2013-14 to 2023-24 since the launch of

Media Coverage

How has India improved its defence production from 2013-14 to 2023-24 since the launch of "Make in India"?
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 27, 2025
March 27, 2025

Citizens Appreciate Sectors Going Global Through PM Modi's Initiatives