ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:
“ଗୋଆ ମୁଖ୍ୟମନ୍ତ୍ରୀ @DrPramodPSawant ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଲେ” ।
Chief Minister of Goa, @DrPramodPSawant, met Prime Minister @narendramodi. pic.twitter.com/bZqUdPTM3W
— PMO India (@PMOIndia) June 24, 2024