ଉତ୍ତରାଖଣ୍ଡର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ଗୁରମିତ ସିଂହ (ଅବସରପ୍ରାପ୍ତ) ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:
“ଉତ୍ତରାଖଣ୍ଡର ରାଜ୍ୟପାଳ, @LtGenGurmit ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି @narendramodi ”
Governor of Uttarakhand, @LtGenGurmit met Prime Minister @narendramodi. pic.twitter.com/AQRrNtffed
— PMO India (@PMOIndia) July 12, 2024