ପୁଡୁଚେରୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଶ୍ରୀ କେ.କୈଳାଶନାଥନ୍ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:
“ପୁଡୁଚେରୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଶ୍ରୀ କେ.କୈଳାଶନାଥନ୍ ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”
Lieutenant Governor of Puducherry, Shri. K. Kailashnathan, met PM @narendramodi. pic.twitter.com/RCzNOCaLmY
— PMO India (@PMOIndia) August 19, 2024