ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ରମେଶ ବୈଶ୍ୟ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀ ରମେଶ ବୈଶ୍ୟ ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।”
The Governor of Maharashtra, Shri Ramesh Bais, called on PM @narendramodi. @maha_governor pic.twitter.com/gBUltH1ZHq
— PMO India (@PMOIndia) April 10, 2023