୨୦୨୩ ଅକ୍ଟୋବର ୧ ପୂର୍ବାହ୍ନ ୧୦ଟାରେ ସ୍ୱଚ୍ଛ ଭାରତ ଅଭିଯାନର ଏକ ଅଂଶ ଭାବେ ଶ୍ରମଦାନ ଅଭିଯାନରେ ନାଗରିକମାନେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁରୋଧ କରିଛନ୍ତି ।
ସ୍ୱଚ୍ଛ ଭାରତ ଅର୍ବାନର ଏକ ପୋଷ୍ଟକୁ ଏକ୍ସରେ ସେୟାର କରି ପ୍ରଧାନମନ୍ତ୍ରୀ କହିଛନ୍ତି:
‘ଅକ୍ଟୋବର ୧ ପୂର୍ବାହ୍ନ ୧୦ଟାରେ ଆମେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱଚ୍ଛତା ଅଭିଯାନ ପାଇଁ ଏକାଠି ହେବା ।
ଏକ ସ୍ୱଚ୍ଛ ଭାରତ ସମସ୍ତଙ୍କ ଦାୟିତ୍ୱ ଏବଂ ପ୍ରତ୍ୟେକ ଦାୟିତ୍ୱର ମୂଲ୍ୟ ଅଛି । ସ୍ୱଚ୍ଛ ଭବିଷ୍ୟତର ଆରମ୍ଭ ପାଇଁ ଏହି ମହାନ ପ୍ରୟାସରେ ସଭିଏ ସାମିଲ ହୁଅନ୍ତୁ ।’
1st October at 10 AM, we come together for a pivotal cleanliness initiative.
— Narendra Modi (@narendramodi) September 29, 2023
A Swachh Bharat is a shared responsibility, and every effort counts. Join this noble endeavour to usher in a cleaner future. https://t.co/tFvvDwKnzq