ସାଉଦିଆରବର ହଜ୍ ଏବଂ ଉମରା ମନ୍ତ୍ରୀ ତୌଫିକ୍ ବିନ୍ ଫୱଜାନ୍ ଅଲ୍ ରବିୟାଙ୍କ ସହ ହୋଇଥିବା ହଜ୍ ଚୁକ୍ତିନାମା-୨୦୨୫କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ଏହି ଚୁକ୍ତିନାମା ଭାରତର ହଜ୍ ତୀର୍ଥଯାତ୍ରୀ ମାନଙ୍କ ପାଇଁ ଏକ ଚମତ୍କାର ଖବର । ‘ଆମ ସରକାର ଶ୍ରଦ୍ଧାଳୁଙ୍କ ପାଇଁ ଉତ୍ତମ ତୀର୍ଥଯାତ୍ରା ଅନୁଭବ ସୁନିଶ୍ଚିତ କରିବାକୁ ପ୍ରତିବଦ୍ଧ ।’

କେନ୍ଦ୍ରମନ୍ତ୍ରୀ କିରେନ ରିଜିଜିୁଙ୍କ ଦ୍ୱାରା ଏକ୍ସ ରେ ହୋଇଥିବା ଏକ ପୋଷ୍ଟର ପ୍ରତିକ୍ରିୟାରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

“ଏହି ଚୁକ୍ତିକୁ ମୁଁ ସ୍ୱାଗତ କରୁଛି, ଯାହାକି ଭାରତର ହଜ୍ ତୀର୍ଥଯାତ୍ରୀମାନଙ୍କ ପାଇଁ ଏକ ଚମତ୍କାର ଖବର । ଶ୍ରଦ୍ଧାଳୁ ମାନଙ୍କ ପାଇଁ ଉତ୍ତମ ତୀର୍ଥଯାତ୍ରା ଅନୁଭବ ଆଣିବାକୁ ଆମ ସରକାର ପ୍ରତିବଦ୍ଧ ।”

 

  • Prasanth reddi March 21, 2025

    జై బీజేపీ జై మోడీజీ 🪷🪷🙏
  • கார்த்திக் March 09, 2025

    Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🙏Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩
  • अमित प्रेमजी | Amit Premji March 03, 2025

    nice👍
  • kranthi modi February 22, 2025

    jai sri ram 🚩
  • Vivek Kumar Gupta February 17, 2025

    नमो ..🙏🙏🙏🙏🙏
  • Vivek Kumar Gupta February 17, 2025

    जय जयश्रीराम ...........................🙏🙏🙏🙏🙏
  • Bhushan Vilasrao Dandade February 10, 2025

    जय हिंद
  • Dr Mukesh Ludanan February 08, 2025

    Jai ho
  • Margang Tapo February 07, 2025

    bharat mata ki jai 🙏🏻🙏🏻🙏🏻🇮🇳
  • Dr Swapna Verma February 06, 2025

    jay shree Ram
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Beyond Freebies: Modi’s economic reforms is empowering the middle class and MSMEs

Media Coverage

Beyond Freebies: Modi’s economic reforms is empowering the middle class and MSMEs
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 24, 2025
March 24, 2025

Viksit Bharat: PM Modi’s Vision in Action