ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍‌୪୬ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୁନ୍ଦର ସିଂହ ଗୁର୍ଜର୍‌ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ସୁନ୍ଦର ସିଂହ ଗୁର୍ଜରଙ୍କ ଅଦ୍ଭୂତ ପ୍ରଦର୍ଶନ, ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍‌୪୬ରେ ବ୍ରୋଞ୍ଜ ମେଡାଲ୍ ଘରକୁ ଆଣିଛନ୍ତି ! ତାଙ୍କର ଉତ୍ସର୍ଗୀକୃତ ଉଦ୍ୟମ ଓ ଉତ୍ସାହ ଅଭୂତପୂର୍ବ । ତାଙ୍କର ଏହି ସଫଳତା ପାଇଁ ଅଭିନନ୍ଦନ !  #Cheer4Bharat”

 

  • ram Sagar pandey November 07, 2024

    🌹🙏🏻🌹जय श्रीराम🙏💐🌹जय माता दी 🚩🙏🙏🌹🌹🙏🙏🌹🌹🌹🌹🙏🙏🌹🌹🌹🌹🙏🙏🌹🌹🌹🌹🙏🙏🌹🌹🌹🌹🙏🙏🌹🌹
  • Chandrabhushan Mishra Sonbhadra November 03, 2024

    namo
  • Avdhesh Saraswat October 30, 2024

    HAR BAAR MODI SARKAR
  • शिवानन्द राजभर October 18, 2024

    माननीय प्रधान मन्त्रीजी को काशी आगमन की बहुत बहुत बधाई
  • Rampal Baisoya October 18, 2024

    🙏🙏
  • Amrendra Kumar October 15, 2024

    शुभकामनाएं
  • Harsh Ajmera October 14, 2024

    1
  • Vivek Kumar Gupta October 14, 2024

    नमो ..🙏🙏🙏🙏🙏
  • Vivek Kumar Gupta October 14, 2024

    नमो ...............🙏🙏🙏🙏🙏
  • Yogendra Nath Pandey Lucknow Uttar vidhansabha October 13, 2024

    जय हिंद
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India is taking the nuclear energy leap

Media Coverage

India is taking the nuclear energy leap
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 31, 2025
March 31, 2025

“Mann Ki Baat” – PM Modi Encouraging Citizens to be Environmental Conscious

Appreciation for India’s Connectivity under the Leadership of PM Modi