Quoteଏସବୁ ଆଇନ ଜନସେବା ଓ କଲ୍ୟାଣ ପାଇଁ ଅଭିପ୍ରେତ ଥିବାରୁ ଏକ ନୂଆ ଯୁଗ ଆରମ୍ଭ ହୋଇଛି: ପ୍ରଧାନମନ୍ତ୍ରୀ

ସଂସଦରେ ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩, ଭାରତୀୟ ନ୍ୟାୟ ସଂହିତା ୨୦୨୩ ଓ ଭାରତୀୟ ସାକ୍ଷ୍ୟ ସଂହିତା ୨୦୨୩  ବିଲ୍ ପାରିତ ହେବା ଘଟଣାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି ।  ସେ କହିଛନ୍ତି ଯେ ଏହି ତିନିଟି ଗୁରୁତ୍ୱପୂର୍ଣ୍ଣ ବିଲ୍ ସଂସଦରେ ଅନୁମୋଦନ ଲାଭ କରିବା ଆମ ଦେଶର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା ।  ଏହି ବିଲ୍ ଆଇନରେ ପରିଣତ ହେବା ଦ୍ୱାରା ସମାଜର ଗରିବ, ଅବହେଳିତ, ବଞ୍ôଚତ ଓ ଦୁର୍ବଳ ବର୍ଗର ଲୋକଙ୍କୁ ସୁରକ୍ଷା ମିଳିବ ।  ଏହା ଛଡା ଏସବୁ ଆଇନ ସଂଗଠିତ ଅପରାଧ, ଆତଙ୍କବାଦ ଓ ସେଭଳି ଅନ୍ୟାନ୍ୟ ଅପରାଧର ଦୃଢ ମୁକାବିଲା କରିବାରେ ସହାୟକ ହେବ ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଆଇନଗତ ସଂସ୍କାର ସବୁ ଭାରତର  ବୈଧାନିକ ଢାଞ୍ଚାକୁ ନୂଆ ରୂପ ଦେଇଛି । ଦେଶର ଅମୃତକାଳରେ ଏହା ଜନସେବା ଓ ଲୋକ କଲ୍ୟାଣ ପାଇଁ ବିଶେଷ ପ୍ରାସଙ୍ଗିକ ହେବା ସହିତ ସାଧାରଣ ଜନତାଙ୍କ ସ୍ୱାର୍ଥ ପ୍ରତି ଅଧିକ ସମ୍ବେଦନଶୀଳ ହେବ । ଏସବୁ ଆଇନ ଜନସେବା ଓ କଲ୍ୟାଣ ପାଇଁ ଅଭିପ୍ରେତ ଥିବାରୁ ଦେଶରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି । ରାଜ୍ୟସଭାରେ ଏହି ତିିନି ବିଲ୍ ଉପରେ ଆଲୋଚନା କରୁଥିବା ସ୍ୱରାଷ୍ଟ ମନ୍ତ୍ରୀଙ୍କର ଏକ ଭିଡିଓକୁ ପ୍ରଧାନମନ୍ତ୍ରୀ  ଥ୍ରେଡ ପୋଷ୍ଟ ଏକ୍ସରେ ସେୟାର କରିଛନ୍ତି । ସେଥିରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ତିନି ବିଲ୍ ସଂସଦର ଅନୁମୋଦନ ଲାଭ କରିବା ଆମ ଦେଶର ଇତିହାସର ଏକ ଯୁଗାନ୍ତକାରୀ ଘଟଣା । ଏସବୁ ଆଇନ ଜନସେବା ଓ ଲୋକକଲ୍ୟାଣ ପାଇଁ ଉଦ୍ଦିଷ୍ଟ ଥିବାରୁ ଦେଶରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି । ଏହି ବିଲ୍ ଉପନିବେଶବାଦୀ ଶାସନ କାଳର ଆଇନର ଅବସାନ ଘଟାଇଛି । ଜନସେବା କଲ୍ୟାଣ କ୍ଷେତ୍ରରେ ଏହା ଯୁଗାନ୍ତାକାରୀ ସାବ୍ୟସ୍ତ ହେବ ।

ଏହି ପରିବର୍ତ୍ତନ ଶୀଳ ବିଲ୍ ପୁରୁଣା ଆଇନ ସବୁର ସଂସ୍କାର ପାଇଁ ଭାରତର ଅଙ୍ଗୀକାର ବଦ୍ଧତାର ପରିଚୟ ବହନ କରେ । ଏହା ଦ୍ୱାରା ଆମ ଦେଶର ବୈଧାନିକ, ପୁଲିସ ଓ ତଦନ୍ତ ବ୍ୟବସ୍ଥାରେ ଆଧୁନିକ ଯୁଗର ପ୍ରବର୍ତ୍ତନ ହୋଇଛି । ଏଥିରେ ଟେକ୍‌ନୋଲୋଜି ଓ ଫରେନ୍‌ସିକ (ଅପରାଧ) ବିଜ୍ଞାନ ଉପରେ ଗୁରୁତ୍ୱ ପ୍ରଦାନ କରାଯାଉଛି । ଏହି ସବୁ ବିଲ୍‌ରେ ସମାଜର ଗରିବ, ବଂଚିତ ଓ ଦୁର୍ବଳ ବର୍ଗଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ରହିଛି । ଦେଶର ଅମୃତକାଳରେ ଏହି ବୈଧାନିକ ସଂସ୍କାର ଆମ ଆଇନ ବ୍ୟବସ୍ଥାକୁ ଏକ ନୂଆ  ରୂପ ଦେବ । ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ଭାଷଣ ଏହି ତିନି ବିଲ୍‌ର ଲକ୍ଷ୍ୟ ଓ ଉଦ୍ଦେଶ୍ୟକୁ  ଅଧିକ ସ୍ପଷ୍ଟ କରୁଛି ।

 

 

  • krishangopal sharma Bjp February 24, 2025

    मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹🙏🌹🙏🌷🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷
  • krishangopal sharma Bjp February 24, 2025

    मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹🙏🌹🙏🌷🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹
  • Dhajendra Khari February 19, 2024

    विश्व के सबसे लोकप्रिय राजनेता, राष्ट्र उत्थान के लिए दिन-रात परिश्रम कर रहे भारत के यशस्वी प्रधानमंत्री श्री नरेन्द्र मोदी जी का हार्दिक स्वागत, वंदन एवं अभिनंदन।
  • Dhajendra Khari February 10, 2024

    Modi sarkar fir ek baar
  • Indrajit Das February 03, 2024

    joy Modiji
  • Ranjit Sarkar February 01, 2024

    🙏🙏🙏
  • Ranjit Sarkar February 01, 2024

    🙏🙏
  • satyapal Tripathi January 28, 2024

    भारत माता की जय
  • Dr Guinness Madasamy January 24, 2024

    BJP seats in 2024 lok sabha election(My own Prediction ) Again NaMo for New Bharat! AP-10, Bihar -30,Gujarat-26,Haryana -5,Karnataka -25,MP-29, Maharashtra -30, Punjab-10, Rajasthan -20,UP-80,West Bengal-30, Delhi-5, Assam- 10, Chhattisgarh-10, Goa-2, HP-4, Jharkhand-14, J&K-6, Orissa -20,Tamilnadu-5
  • Dnyaneshwar Jadhav January 20, 2024

    जय श्री राम
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
'Operation Brahma': First Responder India Ships Medicines, Food To Earthquake-Hit Myanmar

Media Coverage

'Operation Brahma': First Responder India Ships Medicines, Food To Earthquake-Hit Myanmar
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 30, 2025
March 30, 2025

Citizens Appreciate Economic Surge: India Soars with PM Modi’s Leadership