The country is today filled with confidence, it is scaling new heights: PM Modi
The Constitution given to us by Dr. Babasaheb Ambedkar speaks about justice for all. We have to ensure social justice for all and create an India that is developing rapidly: PM Modi
The recently concluded Parliament session was one devoted to social justice. The Parliament session witnessed the passage of the Bill to create an OBC Commission: PM
On behalf of the people of India, I bow to all those great women and men who sacrificed themselves for the nation during the freedom movement: PM Modi
We are proud of what we have achieved and at the same time, we also have to look at where we have come from. That is when we will realised the remarkable strides the nation has made: PM
The demand for higher MSP was pending for years. With the blessings of the farmers, the decision on MSP was taken by our Government: PM
Last year GST became a reality. I want to thank the business community for the success of the GST: PM Modi
The OROP demand was pending for decades. The people of India, our brave army personnel had faith in us and we were able to take a decision on OROP: PM
We can take tough decisions as interests of the nation are supreme for us: PM Modi
From being seen as among the fragile five, India is now the land of reform, perform and transform. We are poised for record economic growth: PM
India's voice is being heard effectively at the world stage. We are integral parts of forums whose doors were earlier closed for us: PM
Northeast is witnessing unprecedented development today: PM Modi
India is proud of our scientists, who are excelling in their research and are at the forefront of innovation: PM
Our focus is on farmer welfare, we are modernising the agriculture sector: PM Modi
With a 'Beej Se Bazar Tak' approach, we are bringing remarkable changes in the agriculture sector. The aim is to double farmer incomes by 2022: PM
Mahatma Gandhi led the Satyagrahis to freedom. Today, the Swachhagrahis have to ensure a Swachh Bharat: PM Modi
PM Jan Arogya Abhiyaan will be launched on 25th September this year. It is high time we ensure that the poor of India get access to good quality and affordable healthcare: PM
The honest taxpayer of India has a major role in the progress of the nation, says Prime Minister Modi
We will not forgive the corrupt and those who have black money. They have ruined the nation. Delhi's streets are free from power brokers. The voice of the poor is heard: PM
The practice of Triple Talaq has caused great injustice among Muslim women. I ensure the Muslim women that we will work to ensure justice is done to them: PM
From 126, Left Wing Extremism is restricted to 90 districts. We are working to ensure peace across the nation: PM
Atal Ji gave the mantra of Insaniyat, Kashmiriyat and Jamhuriyat. We stand shoulder-to-shoulder with people of J&K in the state’s development: PM Modi
We want to progress more. There is no question of stopping or getting tired on the way: PM Modi

72ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ଲାଲକିଲ୍ଲା ଦୁର୍ଗ ଉପରୁ ସମ୍ବୋଧନ କରିଛନ୍ତି । ଭାରତ ସମ୍ପ୍ରତି ଆତ୍ମବିଶ୍ୱାସରେ ଭରି ରହିଥିବା ନେଇ ଦୃଢ଼ୋକ୍ତି ପ୍ରକାଶ କରି ପ୍ରଧାନମନ୍ତ୍ରୀ 6 ଜଣ ଯୁବ ମହିଳା ନୌସେନା ପଦାଧିକାରୀଙ୍କ ସଫଳତା ଏବଂ ଗରିବ ପରିବାରରୁ ଆସିଥିବା ଭାରତୀୟ କ୍ରୀଡାବିତମାନଙ୍କ ସଫଳତା ସମ୍ବନ୍ଧରେ ପ୍ରକାଶ କରିଥିଲେ । ସେ ନୀଳଗିରି ପର୍ବତରେ ଫୁଟୁଥିବା ନୀଳକୁରୁଞ୍ଜି ଫୁଲ ସମ୍ବନ୍ଧରେ ପ୍ରକାଶ କରିଥିଲେ ଯାହାକି ଏପରି ଏକ ପ୍ରକ୍ରିୟା ଯାହା ପ୍ରତି 12 ବର୍ଷରେ ଥରେ ଘଟିଥାଏ । ସେ କହିଲେ ଯେ ସଂସଦର ସଦ୍ୟ ସମାପ୍ତ ଅଧିବେଶନ ସାମାଜିକ ନ୍ୟାୟ ପ୍ରତି ସମର୍ପିତ । ସେ କହିଲେ ଯେ ଭାରତ ହେଉଛି ସମ୍ପ୍ରତି ବିଶ୍ୱର ଷଷ୍ଠ ସର୍ବବୃହତ୍ ଗଣତନ୍ତ୍ର ।

ପ୍ରଧାନମନ୍ତ୍ରୀ ସ୍ୱାଧୀନତା ସଂଗ୍ରାମୀ ଏବଂ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସେ ସୁରକ୍ଷା ବାହିନୀ ଏବଂ ପୋଲିସ ବାହିନୀର ଯବାନମାନଙ୍କୁ ସମ୍ମାନ ପ୍ରଦର୍ଶନ କରିଥିଲେ । ସେ ବିଶେଷ କରି ଜାଲିୱାନାୱାଲା ବାଗ ହତ୍ୟାକାଣ୍ଡର ଶହୀଦମାନଙ୍କୁ ସ୍ମରଣ କରିଥିଲେ, ଯାହାକି 1919 ବୈଶାଖି ଦିବସରେ ଅନୁଷ୍ଠିତ ହୋଇଥିଲା । ଦେଶର କେତେକ ଅଂଶରେ ବନ୍ୟାରେ ପ୍ରଭାବିତ ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସେ ଶୋକପ୍ରକାଶ କରିଥିଲେ ।

ସେ କବି ସୁବ୍ରମଣ୍ୟମ ଭାରତୀଙ୍କ ଉକ୍ତି ଉଦ୍ଧୃତ କରି କହିଲେ ଯେ ସମସ୍ତ ପ୍ରକାରର ଶୃଙ୍ଖଳ ବିରୋଧରେ ଭାରତ ସମଗ୍ର ବିଶ୍ୱକୁ ମାର୍ଗ ପ୍ରଦର୍ଶିତ କରିବ । ସେ କହିଲେ ଯେ ଏହି ସ୍ୱପ୍ନ ହେଉଛି ଅଗଣିତ ସ୍ୱାଧୀନତା ସଂଗ୍ରାମୀଙ୍କର । ଆଉ ଏପରି ଏକ ସ୍ୱପ୍ନର ଦେଶ ନିର୍ମାଣ ପାଇଁ ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ଦ୍ୱାରା ଏକ ସମନ୍ୱିତ ସମ୍ବିଧାନ ପ୍ରଣୟନ କରାଯାଇଛି, ଯେଉଁଥିରେ କି ଗରିବଙ୍କ ପାଇଁ ନ୍ୟାୟ ଥିବ ଏବଂ ଆଗକୁ ବଢ଼ିବା ପାଇଁ ସମସ୍ତଙ୍କ ପାଖରେ ସମାନ ସୁଯୋଗ ଥିବ । ସେ କହିଲେ ଯେ ଦେଶ ଗଠନ କରିବା ପାଇଁ ସମ୍ପ୍ରତି ଭାରତୀୟମାନେ ଏକତ୍ର ହେଉଛନ୍ତି । ସେ ପାଇଖାନା ନିର୍ମାଣ, ଗ୍ରାମରେ ବିଦ୍ୟୁତୀକରଣ ବ୍ୟବସ୍ଥା ପହଂଚିବା, ଏଲପିଜି ଗ୍ୟାସ ସଂଯୋଗ, ଗୃହ ନିର୍ମାଣ ଆଦି ବିଭିନ୍ନ କ୍ଷେତ୍ରରେ ବିକାଶର ଗତି ସମ୍ବନ୍ଧରେ ଉଦାହରଣ ପ୍ରଦାନ କରିଥିଲେ ।

ସେ କହିଲେ ଯେ କେନ୍ଦ୍ର ସରକାର ବିଭିନ୍ନ ନିଷ୍ପତ୍ତି ଗ୍ରହଣ କରିଥିଲେ ଯେଉଁଗୁଡିକ କି ଦୀର୍ଘଦିନ ଧରି ଝୁଲି ରହିଥିଲା ଏବଂ ଏଗୁଡ଼ିକ ମଧ୍ୟରେ ସାମିଲ ଥିଲା କୃଷକମାନଙ୍କ ପାଇଁ  ଉଚ୍ଚତର ସର୍ବନିମ୍ନ ସହାୟକ ମୂଲ୍ୟ, ଜିଏସଟି ଏବଂ ଏକ ପାହ୍ୟା–ଏକ ପେନସନ ।

ସେ କହିଲେ ଯେ କେନ୍ଦ୍ର ସରକାର ଜାତୀୟ ସ୍ୱାର୍ଥକୁ ଅଗ୍ରାଧୀକାର ପ୍ରଦାନ କରୁଥିବାରୁ ଏହା ସମ୍ଭବ ହୋଇପାରିଛି । ପ୍ରଧାନମନ୍ତ୍ରୀ ପ୍ରକାଶ କଲେ ଯେ 2013 ତୁଳନାରେ ଆନ୍ତର୍ଜାତିକ ସଂଗଠନ ଓ ଏଜେନ୍ସି ଗୁଡ଼ିକ ସମ୍ପ୍ରତି ଭାରତକୁ କିପରି ଭିନ୍ନ ଦୃଷ୍ଟିରେ ଦେଖୁଛନ୍ତି । ସେ କହିଲେ ଯେ ଏକଦା ଭାରତ ନୀତିଗତ ପକ୍ଷାଘାତରେ ପୀଡିତ ଥିଲାବେଳେ, ସମ୍ପ୍ରତି ଏଥିରେ ସୁଧାର ଆସି ସଂସ୍କାର, ପ୍ରଦର୍ଶନ ଏବଂ ରୂପାନ୍ତରଣରେ ପହଂଚିଛି । ସେ କହିଲେ ଯେ ଭାରତ ସମ୍ପ୍ରତି ଅନେକ ବହୁମୁଖୀ ସଂଗଠନ ଗୁଡ଼ିକର ସଦସ୍ୟ ଏବଂ ଆନ୍ତର୍ଜାତିକ ସୌର ଗଠବନ୍ଧନର ନେତୃତ୍ୱ ନେଉଛି । ପ୍ରଧାନମନ୍ତ୍ରୀ କହିଲେ ଯେ ସମ୍ପ୍ରତି ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ କ୍ରୀଡ଼ା ସଫଳତା, ବିଦ୍ୟୁତ ସଂଯୋଗ ହୋଇନଥିବା ଗ୍ରାମଗୁଡ଼ିକୁ ବିଦ୍ୟୁତ ସଂଯୋଗୀକରଣ ଏବଂ ଜୈବ କୃଷିର ପ୍ରମୁଖ ସ୍ଥାନ ଭାବେ ଖବରର ଶିରୋନାମା ମଣ୍ଡନ କରୁଛନ୍ତି ।

ପ୍ରଧାନମନ୍ତ୍ରୀ କହିଲେ ଯେ ମୁଦ୍ରା ଯୋଜନା ଅନ୍ତର୍ଗତ 13 କୋଟି ଋଣ ସହାୟତା ପ୍ରଦାନ କରାଯାଇଛି ଏବଂ ଏହି ସଂଖ୍ୟାରୁ  4 କୋଟି ଏହିପରି ଋଣ ପ୍ରାଥମିକ ହିତାଧିକାରୀମାନଙ୍କୁ ପ୍ରଦାନ କରାଯାଇଛି ।

ପ୍ରଧାନମନ୍ତ୍ରୀ କହିଲେ ଯେ ଭାରତ ଏହାର ବୈଜ୍ଞାନିକମାନଙ୍କୁ ନେଇ ଗର୍ବିତ । ସେ ଘୋଷଣା କରିଥିଲେ ଯେ ଭାରତ ଏହାର ସାମର୍ଥ୍ୟ ବ୍ୟବହାର କରି 2022 ସୁଦ୍ଧା “ଗଗନ-ଯାନ” ନାମକ ଏକ ମଣିଷ ଚାଳିତ ମହାକାଶ ମିଶନ ଅଭିଯାନ କରିବ । ସେ କହିଲେ ଯେ ଏପରି କରିବାରେ ଭାରତ ହେବ ବିଶ୍ୱର ଚତୁର୍ଥ ରାଷ୍ଟ୍ର ।

2022 ସୁଦ୍ଧା କୃଷକମାନଙ୍କ ଆୟ ଦ୍ୱିଗୁଣିତ କରିବା ଅନ୍ତର୍ଦୃଷ୍ଟି ସମ୍ବନ୍ଧରେ ପ୍ରଧାନମନ୍ତ୍ରୀ ଦୃଢ଼ ଭାବେ ପ୍ରକାଶ କରିଥିଲେ ଯେ ବହୁ କଠିନ ମନେ ହେଉଥିବା ଲକ୍ଷ୍ୟ ହାସଲ କରିବା ହେଉଛି କାର୍ଯ୍ୟ । ସେ କହିଲେ ଯେ ଉଜ୍ଜ୍ୱଳା ଯୋଜନା ଏବଂ ସୌଭାଗ୍ୟ ଯୋଜନା ଜନସାଧାରଣଙ୍କୁ ମର୍ଯ୍ୟଦା ପ୍ରଦାନ କରୁଛି । ସେ କହିଲେ ଯେ ବିଶ୍ଵ ସ୍ୱାସ୍ଥ୍ୟ ସଂଗଠନ  ଭଳି ସଂସ୍ଥା ସ୍ୱଚ୍ଛ ଭାରତ ମିଶନ ଅନ୍ତର୍ଗତ ପ୍ରଗତିକୁ  ପ୍ରଶଂସା କରିଛନ୍ତି । ଶ୍ରୀ ନରେନ୍ଦ୍ର ମୋଦୀ ଚଳିତ ବର୍ଷ ସେପ୍ଟେମ୍ବର 25 ତାରିଖରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଅଭିଯାନର ଶୁଭାରମ୍ଭ କରିଥିଲେ । ସେ ଦୃଢ଼ତା ପ୍ରକାଶ କରି କହିଲେ ଯେ  ଭାରତର ଗରିବମାନଙ୍କୁ ଭଲ ଖାଦ୍ୟ ପ୍ରଦାନ କରିବା ଏବଂ ଉଚ୍ଚ ଗୁଣାତ୍ମକ ମାନର ଏବଂ ସୁଲଭ ସ୍ୱାସ୍ଥ୍ୟ ସେବା ପ୍ରଦାନକୁ ଆମେ ସୁନିଶ୍ଚିତ କରିବା ଆବଶ୍ୟକ ।

ପ୍ରଧାନମନ୍ତ୍ରୀ କହିଲେ ଯେ କିପରି ଭାବେ 6 କୋଟି ନକଲି ହିତାଧିକାରୀଙ୍କୁ ହଟେଇ ଦିଆଯିବା ପରେ ସରକାରୀ ଯୋଜନାର ଯଥାର୍ଥ ଲାଭ ଲୋକଙ୍କୁ ମିଳିପାରୁଛି ।

ଭାରତର ସଚ୍ଚୋଟ କରଦାତାଙ୍କର ଦେଶର ପ୍ରଗତି ନେଇ ଏକ ପ୍ରମୁଖ ଭୂମିକା ରହିଛି । ସେ ପୁନଶ୍ଚ କହିଥିଲେ ଯେ ସେମାନଙ୍କ ଯୋଗୁ ଅନେକ ଲୋକଙ୍କୁ ଖାଦ୍ୟ ମିଳୁଛି ଏବଂ ଗରିବ ବ୍ୟକ୍ତିଙ୍କ ଜୀବନ ରୂପାନ୍ତରିତ ହେଉଛି ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେଉଁମାନେ ଦୁର୍ନୀତି ଗସ୍ତ ଏବଂ ଯେଉଁମାନଙ୍କର କଳାଧନ ରହିଛି ସେସମାନଙ୍କୁ କ୍ଷମା କରାଯାଇ ପାରିବ ନାହିଁ । ସେ କହିଲେ ଦିଲ୍ଲୀର ରାସ୍ତା ଏବେ କ୍ଷମତା ଦଲାଲଙ୍କଠାରୁ ମୁକ୍ତି ଏବଂ ଗରିବ ଲୋକର କଥାକୁ ମଧ୍ୟ ଶୁଣାଯାଉଛି ।

ପ୍ରଧାନମନ୍ତ୍ରୀ ଘୋଷଣା କଲେ ଯେ ଭାରତୀୟ ସେନାବାହିନୀର ସର୍ଟସର୍ଭିସ କମିଶନର ମହିଳା ପଦାଧିକାରିୀମାନେ ଏକ ସ୍ୱଚ୍ଛ ଚୟନ ପ୍ରକ୍ରିୟା ମାଧ୍ୟମରେ ସ୍ଥାୟୀ କମିଶନ ପଦବୀ ପାଇଁ ଯୋଗ୍ୟ ବିବେଚିତ ହେବେ ।

ପ୍ରଧାନମନ୍ତ୍ରୀ ପ୍ରକାଶ କରିଥିଲେ ଯେ ତିନ ତଲାକ ଦ୍ୱାରା ମୁସଲିମ ମହିଳାମାନଙ୍କ ପ୍ରତି ବହୁଳ ଭାବେଅନ୍ୟାୟ ହୋଇଛି । ପ୍ରଧାନମନ୍ତ୍ରୀ ଦୃଢ଼ ନିଶ୍ଚିତତା ପ୍ରକାଶ କରିଥିଲେ ଯେ ସେ ମହିଳାମାନଙ୍କୁ ନ୍ୟାୟ ପ୍ରଦାନ କରିବେ ।

ପ୍ରଧାନମନ୍ତ୍ରୀ ଦେଶରେ ବାମପନ୍ଥୀ, ଚରମବାଦର ବିପର୍ଯ୍ୟୟ ସମ୍ବନ୍ଧରେ ଆଲୋଚନା କରିଥିଲେ । ସେ ଜାମ୍ମୁ କାଶ୍ମୀର ରାଜ୍ୟକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପାୟୀଙ୍କ ଭିଜନ ଇନସାନିୟତ,ଜମ୍ମୁରିୟତ, କାଶ୍ମୀରିୟତ ସମ୍ବନ୍ଧରେ ଦୋହରାଇଥିଲେ । ସମସ୍ତଙ୍କ ପାଇଁ ଘର, ସମସ୍ତଙ୍କ ପାଇଁ ଶକ୍ତି,ସମସ୍ତଙ୍କ ପାଇଁ ଇନ୍ଧନ, ସମସ୍ତଙ୍କ ପାଇଁ ଜଳ, ସମସ୍ତଙ୍କ ପାଇଁ ଦକ୍ଷତା, ସମସ୍ତଙ୍କର ବୀମା ଏବଂ ସମସ୍ତଙ୍କୁ ସଂଯୋଗ ଆଦି ଅନ୍ତର୍ଦୃଷ୍ଟି ଉପରେ ଗୁରୁତ୍ୱାରୋପ କରିଥିଲେ ।

ସେ କହିଥିଲେ ଯେ ଭାରତର ପ୍ରଗତି ପୁଷ୍ଟିହୀନତା ଦୂର କରିବା । ଏବଂ ଭାରତୀୟମାନଙ୍କୁ ଏକ ଗୁଣାତ୍ମକ ମାନର ଜୀବନ ଜିଇଁବା ଦିଗରେ ସୁଯୋଗ ଦେବାକୁ ସେ ଅତ୍ୟନ୍ତ ବ୍ୟାକୁଳ ଏବଂ ଆଗ୍ରହୀ ।

Click here to read full text speech

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
PLI, Make in India schemes attracting foreign investors to India: CII

Media Coverage

PLI, Make in India schemes attracting foreign investors to India: CII
NM on the go

Nm on the go

Always be the first to hear from the PM. Get the App Now!
...
Text of PM Modi's address at the Parliament of Guyana
November 21, 2024

Hon’ble Speaker, मंज़ूर नादिर जी,
Hon’ble Prime Minister,मार्क एंथनी फिलिप्स जी,
Hon’ble, वाइस प्रेसिडेंट भरत जगदेव जी,
Hon’ble Leader of the Opposition,
Hon’ble Ministers,
Members of the Parliament,
Hon’ble The चांसलर ऑफ द ज्यूडिशियरी,
अन्य महानुभाव,
देवियों और सज्जनों,

गयाना की इस ऐतिहासिक पार्लियामेंट में, आप सभी ने मुझे अपने बीच आने के लिए निमंत्रित किया, मैं आपका बहुत-बहुत आभारी हूं। कल ही गयाना ने मुझे अपना सर्वोच्च सम्मान दिया है। मैं इस सम्मान के लिए भी आप सभी का, गयाना के हर नागरिक का हृदय से आभार व्यक्त करता हूं। गयाना का हर नागरिक मेरे लिए ‘स्टार बाई’ है। यहां के सभी नागरिकों को धन्यवाद! ये सम्मान मैं भारत के प्रत्येक नागरिक को समर्पित करता हूं।

साथियों,

भारत और गयाना का नाता बहुत गहरा है। ये रिश्ता, मिट्टी का है, पसीने का है,परिश्रम का है करीब 180 साल पहले, किसी भारतीय का पहली बार गयाना की धरती पर कदम पड़ा था। उसके बाद दुख में,सुख में,कोई भी परिस्थिति हो, भारत और गयाना का रिश्ता, आत्मीयता से भरा रहा है। India Arrival Monument इसी आत्मीय जुड़ाव का प्रतीक है। अब से कुछ देर बाद, मैं वहां जाने वाला हूं,

साथियों,

आज मैं भारत के प्रधानमंत्री के रूप में आपके बीच हूं, लेकिन 24 साल पहले एक जिज्ञासु के रूप में मुझे इस खूबसूरत देश में आने का अवसर मिला था। आमतौर पर लोग ऐसे देशों में जाना पसंद करते हैं, जहां तामझाम हो, चकाचौंध हो। लेकिन मुझे गयाना की विरासत को, यहां के इतिहास को जानना था,समझना था, आज भी गयाना में कई लोग मिल जाएंगे, जिन्हें मुझसे हुई मुलाकातें याद होंगीं, मेरी तब की यात्रा से बहुत सी यादें जुड़ी हुई हैं, यहां क्रिकेट का पैशन, यहां का गीत-संगीत, और जो बात मैं कभी नहीं भूल सकता, वो है चटनी, चटनी भारत की हो या फिर गयाना की, वाकई कमाल की होती है,

साथियों,

बहुत कम ऐसा होता है, जब आप किसी दूसरे देश में जाएं,और वहां का इतिहास आपको अपने देश के इतिहास जैसा लगे,पिछले दो-ढाई सौ साल में भारत और गयाना ने एक जैसी गुलामी देखी, एक जैसा संघर्ष देखा, दोनों ही देशों में गुलामी से मुक्ति की एक जैसी ही छटपटाहट भी थी, आजादी की लड़ाई में यहां भी,औऱ वहां भी, कितने ही लोगों ने अपना जीवन समर्पित कर दिया, यहां गांधी जी के करीबी सी एफ एंड्रूज हों, ईस्ट इंडियन एसोसिएशन के अध्यक्ष जंग बहादुर सिंह हों, सभी ने गुलामी से मुक्ति की ये लड़ाई मिलकर लड़ी,आजादी पाई। औऱ आज हम दोनों ही देश,दुनिया में डेमोक्रेसी को मज़बूत कर रहे हैं। इसलिए आज गयाना की संसद में, मैं आप सभी का,140 करोड़ भारतवासियों की तरफ से अभिनंदन करता हूं, मैं गयाना संसद के हर प्रतिनिधि को बधाई देता हूं। गयाना में डेमोक्रेसी को मजबूत करने के लिए आपका हर प्रयास, दुनिया के विकास को मजबूत कर रहा है।

साथियों,

डेमोक्रेसी को मजबूत बनाने के प्रयासों के बीच, हमें आज वैश्विक परिस्थितियों पर भी लगातार नजर ऱखनी है। जब भारत और गयाना आजाद हुए थे, तो दुनिया के सामने अलग तरह की चुनौतियां थीं। आज 21वीं सदी की दुनिया के सामने, अलग तरह की चुनौतियां हैं।
दूसरे विश्व युद्ध के बाद बनी व्यवस्थाएं और संस्थाएं,ध्वस्त हो रही हैं, कोरोना के बाद जहां एक नए वर्ल्ड ऑर्डर की तरफ बढ़ना था, दुनिया दूसरी ही चीजों में उलझ गई, इन परिस्थितियों में,आज विश्व के सामने, आगे बढ़ने का सबसे मजबूत मंत्र है-"Democracy First- Humanity First” "Democracy First की भावना हमें सिखाती है कि सबको साथ लेकर चलो,सबको साथ लेकर सबके विकास में सहभागी बनो। Humanity First” की भावना हमारे निर्णयों की दिशा तय करती है, जब हम Humanity First को अपने निर्णयों का आधार बनाते हैं, तो नतीजे भी मानवता का हित करने वाले होते हैं।

साथियों,

हमारी डेमोक्रेटिक वैल्यूज इतनी मजबूत हैं कि विकास के रास्ते पर चलते हुए हर उतार-चढ़ाव में हमारा संबल बनती हैं। एक इंक्लूसिव सोसायटी के निर्माण में डेमोक्रेसी से बड़ा कोई माध्यम नहीं। नागरिकों का कोई भी मत-पंथ हो, उसका कोई भी बैकग्राउंड हो, डेमोक्रेसी हर नागरिक को उसके अधिकारों की रक्षा की,उसके उज्जवल भविष्य की गारंटी देती है। और हम दोनों देशों ने मिलकर दिखाया है कि डेमोक्रेसी सिर्फ एक कानून नहीं है,सिर्फ एक व्यवस्था नहीं है, हमने दिखाया है कि डेमोक्रेसी हमारे DNA में है, हमारे विजन में है, हमारे आचार-व्यवहार में है।

साथियों,

हमारी ह्यूमन सेंट्रिक अप्रोच,हमें सिखाती है कि हर देश,हर देश के नागरिक उतने ही अहम हैं, इसलिए, जब विश्व को एकजुट करने की बात आई, तब भारत ने अपनी G-20 प्रेसीडेंसी के दौरान One Earth, One Family, One Future का मंत्र दिया। जब कोरोना का संकट आया, पूरी मानवता के सामने चुनौती आई, तब भारत ने One Earth, One Health का संदेश दिया। जब क्लाइमेट से जुड़े challenges में हर देश के प्रयासों को जोड़ना था, तब भारत ने वन वर्ल्ड, वन सन, वन ग्रिड का विजन रखा, जब दुनिया को प्राकृतिक आपदाओं से बचाने के लिए सामूहिक प्रयास जरूरी हुए, तब भारत ने CDRI यानि कोएलिशन फॉर डिज़ास्टर रज़ीलिएंट इंफ्रास्ट्रक्चर का initiative लिया। जब दुनिया में pro-planet people का एक बड़ा नेटवर्क तैयार करना था, तब भारत ने मिशन LiFE जैसा एक global movement शुरु किया,

साथियों,

"Democracy First- Humanity First” की इसी भावना पर चलते हुए, आज भारत विश्वबंधु के रूप में विश्व के प्रति अपना कर्तव्य निभा रहा है। दुनिया के किसी भी देश में कोई भी संकट हो, हमारा ईमानदार प्रयास होता है कि हम फर्स्ट रिस्पॉन्डर बनकर वहां पहुंचे। आपने कोरोना का वो दौर देखा है, जब हर देश अपने-अपने बचाव में ही जुटा था। तब भारत ने दुनिया के डेढ़ सौ से अधिक देशों के साथ दवाएं और वैक्सीन्स शेयर कीं। मुझे संतोष है कि भारत, उस मुश्किल दौर में गयाना की जनता को भी मदद पहुंचा सका। दुनिया में जहां-जहां युद्ध की स्थिति आई,भारत राहत और बचाव के लिए आगे आया। श्रीलंका हो, मालदीव हो, जिन भी देशों में संकट आया, भारत ने आगे बढ़कर बिना स्वार्थ के मदद की, नेपाल से लेकर तुर्की और सीरिया तक, जहां-जहां भूकंप आए, भारत सबसे पहले पहुंचा है। यही तो हमारे संस्कार हैं, हम कभी भी स्वार्थ के साथ आगे नहीं बढ़े, हम कभी भी विस्तारवाद की भावना से आगे नहीं बढ़े। हम Resources पर कब्जे की, Resources को हड़पने की भावना से हमेशा दूर रहे हैं। मैं मानता हूं,स्पेस हो,Sea हो, ये यूनीवर्सल कन्फ्लिक्ट के नहीं बल्कि यूनिवर्सल को-ऑपरेशन के विषय होने चाहिए। दुनिया के लिए भी ये समय,Conflict का नहीं है, ये समय, Conflict पैदा करने वाली Conditions को पहचानने और उनको दूर करने का है। आज टेरेरिज्म, ड्रग्स, सायबर क्राइम, ऐसी कितनी ही चुनौतियां हैं, जिनसे मुकाबला करके ही हम अपनी आने वाली पीढ़ियों का भविष्य संवार पाएंगे। और ये तभी संभव है, जब हम Democracy First- Humanity First को सेंटर स्टेज देंगे।

साथियों,

भारत ने हमेशा principles के आधार पर, trust और transparency के आधार पर ही अपनी बात की है। एक भी देश, एक भी रीजन पीछे रह गया, तो हमारे global goals कभी हासिल नहीं हो पाएंगे। तभी भारत कहता है – Every Nation Matters ! इसलिए भारत, आयलैंड नेशन्स को Small Island Nations नहीं बल्कि Large ओशिन कंट्रीज़ मानता है। इसी भाव के तहत हमने इंडियन ओशन से जुड़े आयलैंड देशों के लिए सागर Platform बनाया। हमने पैसिफिक ओशन के देशों को जोड़ने के लिए भी विशेष फोरम बनाया है। इसी नेक नीयत से भारत ने जी-20 की प्रेसिडेंसी के दौरान अफ्रीकन यूनियन को जी-20 में शामिल कराकर अपना कर्तव्य निभाया।

साथियों,

आज भारत, हर तरह से वैश्विक विकास के पक्ष में खड़ा है,शांति के पक्ष में खड़ा है, इसी भावना के साथ आज भारत, ग्लोबल साउथ की भी आवाज बना है। भारत का मत है कि ग्लोबल साउथ ने अतीत में बहुत कुछ भुगता है। हमने अतीत में अपने स्वभाव औऱ संस्कारों के मुताबिक प्रकृति को सुरक्षित रखते हुए प्रगति की। लेकिन कई देशों ने Environment को नुकसान पहुंचाते हुए अपना विकास किया। आज क्लाइमेट चेंज की सबसे बड़ी कीमत, ग्लोबल साउथ के देशों को चुकानी पड़ रही है। इस असंतुलन से दुनिया को निकालना बहुत आवश्यक है।

साथियों,

भारत हो, गयाना हो, हमारी भी विकास की आकांक्षाएं हैं, हमारे सामने अपने लोगों के लिए बेहतर जीवन देने के सपने हैं। इसके लिए ग्लोबल साउथ की एकजुट आवाज़ बहुत ज़रूरी है। ये समय ग्लोबल साउथ के देशों की Awakening का समय है। ये समय हमें एक Opportunity दे रहा है कि हम एक साथ मिलकर एक नया ग्लोबल ऑर्डर बनाएं। और मैं इसमें गयाना की,आप सभी जनप्रतिनिधियों की भी बड़ी भूमिका देख रहा हूं।

साथियों,

यहां अनेक women members मौजूद हैं। दुनिया के फ्यूचर को, फ्यूचर ग्रोथ को, प्रभावित करने वाला एक बहुत बड़ा फैक्टर दुनिया की आधी आबादी है। बीती सदियों में महिलाओं को Global growth में कंट्रीब्यूट करने का पूरा मौका नहीं मिल पाया। इसके कई कारण रहे हैं। ये किसी एक देश की नहीं,सिर्फ ग्लोबल साउथ की नहीं,बल्कि ये पूरी दुनिया की कहानी है।
लेकिन 21st सेंचुरी में, global prosperity सुनिश्चित करने में महिलाओं की बहुत बड़ी भूमिका होने वाली है। इसलिए, अपनी G-20 प्रेसीडेंसी के दौरान, भारत ने Women Led Development को एक बड़ा एजेंडा बनाया था।

साथियों,

भारत में हमने हर सेक्टर में, हर स्तर पर, लीडरशिप की भूमिका देने का एक बड़ा अभियान चलाया है। भारत में हर सेक्टर में आज महिलाएं आगे आ रही हैं। पूरी दुनिया में जितने पायलट्स हैं, उनमें से सिर्फ 5 परसेंट महिलाएं हैं। जबकि भारत में जितने पायलट्स हैं, उनमें से 15 परसेंट महिलाएं हैं। भारत में बड़ी संख्या में फाइटर पायलट्स महिलाएं हैं। दुनिया के विकसित देशों में भी साइंस, टेक्नॉलॉजी, इंजीनियरिंग, मैथ्स यानि STEM graduates में 30-35 परसेंट ही women हैं। भारत में ये संख्या फोर्टी परसेंट से भी ऊपर पहुंच चुकी है। आज भारत के बड़े-बड़े स्पेस मिशन की कमान महिला वैज्ञानिक संभाल रही हैं। आपको ये जानकर भी खुशी होगी कि भारत ने अपनी पार्लियामेंट में महिलाओं को रिजर्वेशन देने का भी कानून पास किया है। आज भारत में डेमोक्रेटिक गवर्नेंस के अलग-अलग लेवल्स पर महिलाओं का प्रतिनिधित्व है। हमारे यहां लोकल लेवल पर पंचायती राज है, लोकल बॉड़ीज़ हैं। हमारे पंचायती राज सिस्टम में 14 लाख से ज्यादा यानि One point four five मिलियन Elected Representatives, महिलाएं हैं। आप कल्पना कर सकते हैं, गयाना की कुल आबादी से भी करीब-करीब दोगुनी आबादी में हमारे यहां महिलाएं लोकल गवर्नेंट को री-प्रजेंट कर रही हैं।

साथियों,

गयाना Latin America के विशाल महाद्वीप का Gateway है। आप भारत और इस विशाल महाद्वीप के बीच अवसरों और संभावनाओं का एक ब्रिज बन सकते हैं। हम एक साथ मिलकर, भारत और Caricom की Partnership को और बेहतर बना सकते हैं। कल ही गयाना में India-Caricom Summit का आयोजन हुआ है। हमने अपनी साझेदारी के हर पहलू को और मजबूत करने का फैसला लिया है।

साथियों,

गयाना के विकास के लिए भी भारत हर संभव सहयोग दे रहा है। यहां के इंफ्रास्ट्रक्चर में निवेश हो, यहां की कैपेसिटी बिल्डिंग में निवेश हो भारत और गयाना मिलकर काम कर रहे हैं। भारत द्वारा दी गई ferry हो, एयरक्राफ्ट हों, ये आज गयाना के बहुत काम आ रहे हैं। रीन्युएबल एनर्जी के सेक्टर में, सोलर पावर के क्षेत्र में भी भारत बड़ी मदद कर रहा है। आपने t-20 क्रिकेट वर्ल्ड कप का शानदार आयोजन किया है। भारत को खुशी है कि स्टेडियम के निर्माण में हम भी सहयोग दे पाए।

साथियों,

डवलपमेंट से जुड़ी हमारी ये पार्टनरशिप अब नए दौर में प्रवेश कर रही है। भारत की Energy डिमांड तेज़ी से बढ़ रही हैं, और भारत अपने Sources को Diversify भी कर रहा है। इसमें गयाना को हम एक महत्वपूर्ण Energy Source के रूप में देख रहे हैं। हमारे Businesses, गयाना में और अधिक Invest करें, इसके लिए भी हम निरंतर प्रयास कर रहे हैं।

साथियों,

आप सभी ये भी जानते हैं, भारत के पास एक बहुत बड़ी Youth Capital है। भारत में Quality Education और Skill Development Ecosystem है। भारत को, गयाना के ज्यादा से ज्यादा Students को Host करने में खुशी होगी। मैं आज गयाना की संसद के माध्यम से,गयाना के युवाओं को, भारतीय इनोवेटर्स और वैज्ञानिकों के साथ मिलकर काम करने के लिए भी आमंत्रित करता हूँ। Collaborate Globally And Act Locally, हम अपने युवाओं को इसके लिए Inspire कर सकते हैं। हम Creative Collaboration के जरिए Global Challenges के Solutions ढूंढ सकते हैं।

साथियों,

गयाना के महान सपूत श्री छेदी जगन ने कहा था, हमें अतीत से सबक लेते हुए अपना वर्तमान सुधारना होगा और भविष्य की मजबूत नींव तैयार करनी होगी। हम दोनों देशों का साझा अतीत, हमारे सबक,हमारा वर्तमान, हमें जरूर उज्जवल भविष्य की तरफ ले जाएंगे। इन्हीं शब्दों के साथ मैं अपनी बात समाप्त करता हूं, मैं आप सभी को भारत आने के लिए भी निमंत्रित करूंगा, मुझे गयाना के ज्यादा से ज्यादा जनप्रतिनिधियों का भारत में स्वागत करते हुए खुशी होगी। मैं एक बार फिर गयाना की संसद का, आप सभी जनप्रतिनिधियों का, बहुत-बहुत आभार, बहुत बहुत धन्यवाद।