ପ୍ରଧାମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀରେ ଏକ ବସ୍ ଦୁର୍ଘଟଣାରେ ପୀଡିତ ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନ୍ଆରଏଫ୍) ତରଫରୁ ଏକ ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମ୍ଏନ୍ଆରଏଫ୍ ରୁ ୨ ଲକ୍ଷ ଟଙ୍କା କରି ସହାୟତା ଘୋଷଣା କରିଛନ୍ତି ।”
PM @narendramodi has announced an ex-gratia of Rs. 2 lakh each from PMNRF for the next of kin of those who lost their lives in the bus accident in West Godavari, Andhra Pradesh.
— PMO India (@PMOIndia) December 15, 2021
ఆంధ్రప్రదేశ్ రాష్ట్రం లోని పశ్చిమగోదావరి జిల్లాలో జరిగిన బస్సు ప్రమాదం లో మరణించిన వారికి, ఒక్కొకరికి రూ. 2 లక్షల చొప్పున ఎక్సగ్రేషియాను ప్రధానమంత్రి నరేంద్రమోదీ ప్రకటించారు. మరణించిన వారి కుటుంబ సభ్యులకు PMNRF నిధుల నుంచి ఈ మొత్తాన్ని అందచేయనున్నారు.
— PMO India (@PMOIndia) December 15, 2021