ମଧ୍ୟପ୍ରଦେଶର ଗ୍ଵାଲିୟରଠାରେ ଘଟିଥିବା ସଡକ ଦୁର୍ଘଟଣା ଜନିତ ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ମଧ୍ୟପ୍ରଦେଶର ଗ୍ଵାଲିୟରଠାରେ ଘଟିଥିବା ସଡକ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ମୃତକଙ୍କ ସମ୍ପର୍କୀୟଙ୍କ ପ୍ରତି ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି” ।
मध्य प्रदेश के ग्वालियर में हुई सड़क दुर्घटना से अत्यंत दुख पहुंचा है। मृतकों के परिजनों के प्रति मैं संवेदना प्रकट करता हूं, साथ ही घायलों के जल्द स्वस्थ होने की कामना करता हूं: PM @narendramodi
— PMO India (@PMOIndia) March 23, 2021