ଉତ୍ତରପ୍ରଦେଶର କନୌଜଠାରେ ଏକ ସଡ଼କ ଦୁର୍ଘଟଣା କାରଣରୁ ମୃତ୍ୟୁବରଣ କରିଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
“ଉତ୍ତରପ୍ରଦେଶର କନୌଜଠାରେ ଘଟିଥିବା ଭୀଷଣ ସଡ଼କ ଦୁର୍ଘଟଣା ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ଦୁର୍ଘଟଣାରେ ବହୁଲୋକଙ୍କ ଜୀବନ ଯାଇଛି । ମୁଁ ମୃତକଙ୍କ ପରିଜନମାନଙ୍କ ପ୍ରତି ନିଜର ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
उत्तर प्रदेश के कन्नौज में हुए भीषण सड़क हादसे के बारे में जानकर अत्यंत दुख पहुंचा है। इस दुर्घटना में कई लोगों को अपनी जान गंवानी पड़ी है। मैं मृतकों के परिजनों के प्रति अपनी संवेदनाएं प्रकट करता हूं, साथ ही घायलों के शीघ्र स्वस्थ होने की कामना करता हूं।
— Narendra Modi (@narendramodi) January 11, 2020