ପ୍ରଖ୍ୟାତ କନ୍ନଡ ଲେଖକ ଡଃ ସିଦ୍ଦଲିଙ୍ଗାୟାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ବହୁଳ ଲେଖା, କବିତା ଏବଂ ସାମାଜିକ ନ୍ୟାୟ ଦିଗରେ ତାଙ୍କର ଅବଦାନ ପାଇଁ ଡଃ ସିଦ୍ଦଲିଙ୍ଗାୟା ସ୍ମରଣୀୟ ହୋଇ ରହିବେ । ତାଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ । ଏଭଳି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାର ଓ ଅସଂଖ୍ୟ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି” ।

  • Mahendra singh Solanki Loksabha Sansad Dewas Shajapur mp December 09, 2023

    नमो नमो नमो नमो नमो नमो
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India Doubles GDP In 10 Years, Outpacing Major Economies: IMF Data

Media Coverage

India Doubles GDP In 10 Years, Outpacing Major Economies: IMF Data
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 23, 2025
March 23, 2025

Appreciation for PM Modi’s Effort in Driving Progressive Reforms towards Viksit Bharat