ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଲମ୍ପିକ୍ସରେ କାଂସ୍ୟ ପଦକ ଜିତି ଘରକୁ ଫେରିଥିବାରୁ ଭାରତୀୟ ପୁରୁଷ ହକି ଦଳକୁ ପ୍ରଶଂସା କରିଛନ୍ତି । ପ୍ରତି ଭାରତୀୟଙ୍କ ହୃଦୟ ଓ ମନରେ ହକିର ସ୍ୱତନ୍ତ୍ର ସ୍ଥାନ ରହିଛି ବୋଲି ପ୍ରଧାନମନ୍ତ୍ରୀ ଦୋହରାଇଛନ୍ତି । ପ୍ରତି ହକି ପ୍ରେମୀ ଓ କ୍ରୀଡାପ୍ରେମୀଙ୍କ ପାଇଁ ଅଗଷ୍ଟ ୫, ୨୦୨୧ ସ୍ମରଣୀୟ ହୋଇରହିବ ରହିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ପ୍ରତି ଭାରତୀୟଙ୍କ ହୃଦୟ ଓ ମନରେ ହକିର ସ୍ୱତନ୍ତ୍ର ସ୍ଥାନ ରହିଛି । ପ୍ରତି ହକି ପ୍ରେମୀ ଓ କ୍ରୀଡାପ୍ରେମୀଙ୍କ ପାଇଁ ଅଗଷ୍ଟ ୫, ୨୦୨୧ ସ୍ମରଣୀୟ ହୋଇରହିବ ।” 

Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
Op Sindoor delivered heavy damage in 90 hrs

Media Coverage

Op Sindoor delivered heavy damage in 90 hrs
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 11, 2025
August 11, 2025

Appreciation by Citizens Celebrating PM Modi’s Vision for New India Powering Progress, Prosperity, and Pride