QuotePM expresses pain over the loss of lives due to capsizing of a boat in the Krishna River

କ୍ରିଷ୍ଣା ନଦୀରେ ଡଙ୍ଗାବୁଡି ଘଟଣାରେ ମୃତ ବ୍ୟକ୍ତିମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକପ୍ରକାଶ କରିଛନ୍ତି ।

“କ୍ରିଷ୍ଣା ନଦୀରେ ଡଙ୍ଗା ବୁଡି ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି । ଆନ୍ଧ୍ର ପ୍ରଦେଶ ସରକାର ଏବଂ ଏନଡିଆରଏଫ ମୁଖ୍ୟାଳୟ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଚାଲୁରଖାଯାଇଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
'Operation Brahma': First Responder India Ships Medicines, Food To Earthquake-Hit Myanmar

Media Coverage

'Operation Brahma': First Responder India Ships Medicines, Food To Earthquake-Hit Myanmar
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 29, 2025
March 29, 2025

Citizens Appreciate Promises Kept: PM Modi’s Blueprint for Progress