ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂ ଜୀଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂ ଜୀଙ୍କ ଜନ୍ମ ଦିନରେ ଶୁଭେଚ୍ଛା । ତାଙ୍କର ଦୀର୍ଘ ଜୀବନ ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି” ।
Birthday greetings to our former Prime Minister Dr. Manmohan Singh Ji. I pray for his long life and wonderful health.
— Narendra Modi (@narendramodi) September 26, 2021