ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଡଃ ମନମୋହନ ସିଂଙ୍କୁ ଜନ୍ମଦିନର ଶୁଭେଚ୍ଛା । ମୁଁ ଭଗବାନଙ୍କୁ ପ୍ରାର୍ଥନା କରୁଛି କି, ତାଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନ ପ୍ରଦାନ କରନ୍ତୁ” ।
Birthday greetings to Dr. Manmohan Singh Ji. I pray to Almighty that he is blessed with a long and healthy life.
— Narendra Modi (@narendramodi) September 26, 2020