ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ବୈଶାଖୀ ଉପଲକ୍ଷେ ଜନସାଧାରଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।
“ ବୈଶାଖୀରେ ସବୁ ଦେଶବାସୀଙ୍କୁ ବହୁତ ବହୁତ ଶୁଭ କାମନା,” ବୋଲି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ।
बैसाखी की सभी देशवासियों को बहुत-बहुत शुभकामनाएं।
— Narendra Modi (@narendramodi) April 13, 2017