ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିଗତ କିଛି ଦିନ ମଧ୍ୟରେ ମହାରାଷ୍ଟ୍ର ଓ ଗୁଜରାଟରେ ଦୁଇଟି ପିଏମ-ମିତ୍ର ମେଗା ଟେକ୍ସଟାଇଲ ପାର୍କ ଶିଳାନ୍ୟାସକୁ ପ୍ରଶଂସା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ବିଗତ କିଛି ଦିନ ମଧ୍ୟରେ ଦୁଇଟି ପିଏମ-ମିତ୍ର ମେଗା ଟେକ୍ସଟାଇଲ ପାର୍କର ଶିଳାନ୍ୟାସ ହୋଇଛି । ଏହି ପାର୍କଗୁଡିକ ମହାରାଷ୍ଟ୍ରର ଅମରାବତୀ ଓ ଗୁଜରାଟର ନବସାରିରେ ନିର୍ମାଣ ହେବ । ଏଗୁଡିକ ଉତ୍ପାଦନ ବୃଦ୍ଧି କରିବ, ନବସୃଜନକୁ ପ୍ରୋତ୍ସାହିତ କରିବ ଓ ବହୁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ।”
Over the last few days, foundation stones for 2 PM-MITRA mega textile parks have been laid. These parks will come up in Amravati, Maharashtra and Navsari, Gujarat. They will bolster productivity, foster innovation and generate many employment opportunities. #PragatiKaPMMitra pic.twitter.com/X3fGwcMw2J
— Narendra Modi (@narendramodi) July 16, 2023