ଦୁଇ ଦେଶ ଗସ୍ତର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରିଆର ଭିଏନାରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଆଲେକଜାଣ୍ଡର ଭାନ୍ ଡେର୍ ବେଲେନ୍ ଏବଂ ଚାନ୍ସେଲର କାର୍ଲ ନେହାମରଙ୍କୁ ଭେଟିବେ। ଗତ 40 ବର୍ଷ ମଧ୍ୟରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଅଷ୍ଟ୍ରିଆ ଗସ୍ତ।
Landed in Vienna. This visit to Austria is a special one. Our nations are connected by shared values and a commitment to a better planet. Looking forward to the various programmes in Austria including talks with Chancellor @karlnehammer, interactions with the Indian community and… pic.twitter.com/PJaeOWVOm1
— Narendra Modi (@narendramodi) July 9, 2024