ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨, ୨୦୨୧ ରେ ଗ୍ଲାସଗୋରେ ସିଓପି୨୬ ଅବସରରେର ଇସ୍ରାଏଲର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ନାଫତାଲି ବେନେଟଙ୍କୁ ଭେଟିଛନ୍ତି । ଏହା ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ପ୍ରଥମ ବୈଠକ ଥିଲା ।

ଦୁଇ ନେତା ଦ୍ୱିପାକ୍ଷିକ ରଣନୀତିକ ଭାଗିଦାରୀ ସମୀକ୍ଷା କରିଥିଲେ ଏବଂ ବିଭିନ୍ନ କ୍ଷେତ୍ରରେ ଅଗ୍ରଗତି ଉପରେ ସନ୍ତୋଷ ବ୍ୟକ୍ତ କରିଥିଲେ । ବିଶେଷକରି ଉଚ୍ଚ-ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ କ୍ଷେତ୍ରରେ ସହଯୋଗକୁ ଆହୁରି ବିସ୍ତାର କରିବାକୁ ସେମାନେ ସହମତ ହୋଇଥିଲେ ।

ଆସନ୍ତା ବର୍ଷ ଭାରତ ଏବଂ ଇସ୍ରାଏଲ ମଧ୍ୟରେ ପୂର୍ଣ୍ଣ କୂଟନୈତିକ ସମ୍ପର୍କ ପ୍ରତିଷ୍ଠାର ୩୦ ବର୍ଷ ପୂରଣ ହେଉଥିବା ସଂକ୍ରାନ୍ତରେ ମନେପକାଇ ପ୍ରଧାନମନ୍ତ୍ରୀ ଶ୍ରୀ ବେନେଟଙ୍କୁ ଭାରତ ଆସିବାପାଇଁ ନିମନ୍ତ୍ରଣ କରିଥିଲେ ।

 

  • Dr Chanda patel February 04, 2022

    Jay Hind Jay Bharat🇮🇳
  • शिवकुमार गुप्ता January 26, 2022

    जय भारत
  • शिवकुमार गुप्ता January 26, 2022

    जय हिंद
  • शिवकुमार गुप्ता January 26, 2022

    जय श्री सीताराम
  • शिवकुमार गुप्ता January 26, 2022

    जय श्री राम
  • SHRI NIVAS MISHRA January 22, 2022

    यही सच्चाई है, भले कुछलोग इससे आंखे मुद ले। यदि आंखे खुली नही रखेंगे तो सही में हवाई जहाज का पहिया पकड़ कर भागना पड़ेगा।
  • G.shankar Srivastav January 03, 2022

    नमो
Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
11 years on, Bharat is stronger and more inclusive

Media Coverage

11 years on, Bharat is stronger and more inclusive
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 17, 2025
June 17, 2025

Citizens Appreciate PM Modi’s Leadership Ensuring Growth From Clean Energy to Global Trade