QuoteIt is a matter of happiness that renovation work of the Shreenathji Temple will begin tomorrow: PM in Bahrain
QuoteIndia has decided to multiple the size of it's economy by two times in the next five years: PM in Bahrain
QuoteIndia's space missions have astonished the world: PM Modi in Bahrain

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବହରୀନରେ ଏକ ସାମୁଦାୟିକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ଭାରତର ଅଭିବୃଦ୍ଧି ବିଷୟରେ ବିସ୍ତାର ଭାବେ କହିଛନ୍ତି ଏବଂ ଦେଶକୁ 5 ଟ୍ରିଲିୟନ ଡଲାର ଅର୍ଥବ୍ୟବସ୍ଥାରେ ପରିଣତ କରିବାର ପଦକ୍ଷେପ ଉପରେ ମଧ୍ୟ ଉଲ୍ଲେଖ କରିଛନ୍ତି । ପ୍ରଧାନମନ୍ତ୍ରୀ ବହରୀନରେ ରହିଆସୁଥିବା ଭାରତୀୟ ଏବଂ ସେମାନଙ୍କ ଯୋଗଦାନ ପାଇଁ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏହି ବିଷୟ ଉପରେ ମଧ୍ୟ ଉଲ୍ଲେଖ କରିଛନ୍ତି ଯେ ,କିଭଳି ଭାରତ ଅନ୍ତରୀକ୍ଷ ଅଭିଯାନରେ ସାରା ବିଶ୍ୱକୁ ଚକିତ କରିଥିଲା । 

|

 

|

 

|

 

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
The world is keenly watching the 21st-century India: PM Modi

Media Coverage

The world is keenly watching the 21st-century India: PM Modi
NM on the go

Nm on the go

Always be the first to hear from the PM. Get the App Now!
...
PM Modi prays at Somnath Mandir
March 02, 2025

The Prime Minister Shri Narendra Modi today paid visit to Somnath Temple in Gujarat after conclusion of Maha Kumbh in Prayagraj.

|

In separate posts on X, he wrote:

“I had decided that after the Maha Kumbh at Prayagraj, I would go to Somnath, which is the first among the 12 Jyotirlingas.

Today, I felt blessed to have prayed at the Somnath Mandir. I prayed for the prosperity and good health of every Indian. This Temple manifests the timeless heritage and courage of our culture.”

|

“प्रयागराज में एकता का महाकुंभ, करोड़ों देशवासियों के प्रयास से संपन्न हुआ। मैंने एक सेवक की भांति अंतर्मन में संकल्प लिया था कि महाकुंभ के उपरांत द्वादश ज्योतिर्लिंग में से प्रथम ज्योतिर्लिंग श्री सोमनाथ का पूजन-अर्चन करूंगा।

आज सोमनाथ दादा की कृपा से वह संकल्प पूरा हुआ है। मैंने सभी देशवासियों की ओर से एकता के महाकुंभ की सफल सिद्धि को श्री सोमनाथ भगवान के चरणों में समर्पित किया। इस दौरान मैंने हर देशवासी के स्वास्थ्य एवं समृद्धि की कामना भी की।”