ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
“ମହାମାନ୍ୟଙ୍କୁ ତାଙ୍କ ଜୟନ୍ତୀ ଅବସରରେ ସ୍ମରଣ କରୁଛୁ । ଆମ ସ୍ୱାଧୀନତା ଆନ୍ଦୋଳନ ଏବଂ ଶିକ୍ଷା କ୍ଷେତ୍ରରେ ତାଙ୍କର ଯୋଗଦାନ ଅବିସ୍ମରଣୀୟ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।
पंडित मदन मोहन मालवीय जी को उनकी जयंती पर कोटि-कोटि नमन। शिक्षा के क्षेत्र में अमिट योगदान और राष्ट्र के प्रति असीम समर्पण के लिए महामना सदा याद किए जाएंगे।
— Narendra Modi (@narendramodi) December 25, 2018
Remembering Mahamana on his Jayanti. He made everlasting contributions to our freedom movement and in education.