ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୯୧୯ ମସିହା ଆଜିର ଦିନରେ ଜାଲିଆନାୱାଲା ବାଗରେ ଯେଉଁମାନେ ସହିଦ ହୋଇଥିଲେ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା ସୌଧର ଉଦଘାଟନୀ ଉତ୍ସବରେ ଦେଇଥିବା ତାଙ୍କ ଅଭିଭାଷଣକୁ ସେୟାର କରିଛନ୍ତି ।

 ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“୧୯୧୯ ମସିହା ଆଜିର ଦିନରେ ଜାଲିଆନାୱାଲା ବାଗରେ ଯେଉଁମାନେ ସହିଦ ହୋଇଥିଲେ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି । ସେମାନଙ୍କର ଅପୂର୍ବ ସାହସ ଏବଂ ବଳିଦାନ ଆଗାମୀ ପିଢିକୁ ପ୍ରେରଣା ଯୋଗାଇବ । ଗତ ବର୍ଷ ଜାଲିଆନାୱାଲା ବାଗ ସ୍ମାରକର ନବୀକରଣ ହୋଇଥିବା ସୌଧର ଉଦଘାଟନୀ ଉତ୍ସବରେ ମୋର ଅଭିଭାଷଣକୁ ସେୟାର କରୁଛି ।

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
From Unbanked To Empowered: The Success Story Of Jan Dhan Yojana

Media Coverage

From Unbanked To Empowered: The Success Story Of Jan Dhan Yojana
NM on the go

Nm on the go

Always be the first to hear from the PM. Get the App Now!
...
Haryana Chief Minister meets PM Modi
February 27, 2025

The Chief Minister of Haryana, Shri Nayab Singh Saini met the Prime Minister, Shri Narendra Modi today.

The Prime Minister’s Office handle posted on X:

“Chief Minister of Haryana, Shri @NayabSainiBJP, met Prime Minister @narendramodi.

@cmohry”