ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସର ସଶସ୍ତ୍ର ବାହିନୀର ମନ୍ତ୍ରୀ ଶ୍ରୀମତୀ ଫ୍ଲୋରେନ୍ସ ପାର୍ଲୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:
ଆଜି ଫ୍ରାନ୍ସ ସଶସ୍ତ୍ର ବାହିନୀର ମନ୍ତ୍ରୀ ଫ୍ଲୋରେନ୍ସ ପାର୍ଲୀ ସ୍ୱାଗତ କରିବା ସହିତ ଦ୍ୱିପାକ୍ଷିକ ପ୍ରତିରକ୍ଷା ସହଯୋଗ, ଆଞ୍ଚଳିକ ସୁରକ୍ଷା, ଭାରତ-ପ୍ରଶାନ୍ତ ମହାସାଗରୀୟ ତଥା ଫ୍ରାନ୍ସର ଆଗାମୀ ୟୁରୋପୀୟ ପରିଷଦର ଅଧ୍ୟକ୍ଷତା ସଂକ୍ରାନ୍ତରେ ଆଲୋଚନା କରିଛନ୍ତି ।
ଆମର ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ପାଇଁ ମୁଁ ଭାରତର ପ୍ରତିବଦ୍ଧତାକୁ ଦୋହରାଉଛି ।”
Received French Minister for Armed Forces @florence_parly today and discussed bilateral defence cooperation, regional security, Indo-Pacific and France’s forthcoming Presidency of the EU Council.
— Narendra Modi (@narendramodi) December 17, 2021
I reiterated India's commitment to further deepening our Strategic Partnership. pic.twitter.com/GbmLSKcHkk