QuotePM Modi reviews progress of the Ujwal DISCOM Assurance Yojana
QuotePM Modi stresses on roadmap for faster operationalization of mines, post-auction
QuotePM Modi calls for greater coordination between all mineral-related departments during mapping of geological potential regions
ଖଣିଜ ଅଂଚଳର ମେପିଙ୍ଗ, ସର୍ଭେ ବେଳେ ଲାଇନ ବିଭାଗମାନଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ଉପରେ ଗୁରୁତ୍ୱ

ନିଲାମୀ ଖଣିଜ ବ୍ଲକକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ଲାଗି ମାର୍ଗ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଜ୍ଜ୍ୱଳା ଡିସକମ୍ ଗ୍ୟାରେଂଟି ଯୋଜନା (ଉଦୟ)ର ଅଗ୍ରଗତି ନେଇ ଆଜି ସାମୀକ୍ଷା କରିଛନ୍ତି । ଏହି ଯୋଜନା ଅଧିନରେ ରାଜ୍ୟମାନଙ୍କରେ ଚାଲିଥିବା ବିଦ୍ୟୁତ୍ ସଂସ୍କାର କାର୍ଯ୍ୟକ୍ରମର ତର୍ଜମା କରାଯାଇଥିଲା । ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଏହି ଯୋଜନାରେ ଉପଲବ୍ଧ ଋଣ, ତଦାରଖ ଫ୍ରେମୱାର୍କ, ଆର୍ଥିକ ପରିମାପଗୁଡିକର ଉନ୍ନତି, କାର୍ଯ୍ୟକାରୀ ଦକ୍ଷତା ବୃଦ୍ଧି ଏବଂ ଉପଭୋକ୍ତା ସଶକ୍ତିକରଣ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।
|

ବୈଠକରେ କୋଇଲା ଖଣି ଏବଂ ଖଣିଜ ବ୍ଲକଗୁଡିକର ନିଲାମୀ ସମ୍ପର୍କରେ ମଧ୍ୟ ପର୍ଯ୍ୟାଲୋଚନା ହୋଇଥିଲା । ବରିଷ୍ଠ ଅଧିକାରୀମାନେ ଏହି କ୍ଷେତ୍ରରେ ହୋଇଥିବା କାର୍ଯ୍ୟ ପ୍ରଗତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ଆଗରେ ଉପସ୍ଥାପନା କରିଥିଲେ । ନିଲାମୀ ପ୍ରକ୍ରିୟାରେ ଅଧିକ ପାରଦର୍ଶୀତା, ସ୍ୱଚ୍ଛତା ସହିତ ନିଲାମୀ ହୋଇଥିବା ଖଣିଜ ବ୍ଲକକୁ ତୁରନ୍ତ କାର୍ଯ୍ୟକ୍ଷମ କରାଇବା ଲାଗି ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀ ଏକ ମାର୍ଗଚିତ୍ର ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ । ଖଣିଜ ସମୃଦ୍ଧ ଅଂଚଳର ମ୍ୟାପିଂ ଏବଂ ସର୍ଭେ ବେଳେ ସମସ୍ତ ଲାଇନ ବିଭାଗ ମଧ୍ୟରେ ଅଧିକ ସମନ୍ୱୟ ରକ୍ଷା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ ।

ସମୀକ୍ଷା ବୈଠକରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପିୟୁଷ ଗୋଏଲ ଏବଂ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, ନିତି ଆୟୋଗ ତଥା ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Indian banks outperform global peers in digital transition, daily services

Media Coverage

Indian banks outperform global peers in digital transition, daily services
NM on the go

Nm on the go

Always be the first to hear from the PM. Get the App Now!
...
Terrorism won't break India's spirit: PM Modi
April 24, 2025

India grieves the tragic loss of innocent lives in the Pahalgam terror attack. At the National Panchayati Raj Day event in Madhubani, Bihar, PM Modi led the nation in mourning, expressing profound sorrow and outrage. A two-minute silence was observed to honour the victims, with the entire nation standing in solidarity with the affected families.

In a powerful address in Madhubani, Bihar, PM Modi gave a clarion call for justice, unity, resilience and India’s undying spirit in the face of terrorism. He condemned the recent terrorist attack in Pahalgam, Jammu & Kashmir, and outlined a resolute response to those threatening India’s sovereignty and spirit.

Reflecting on the tragic attack on April 22 in Pahalgam, PM Modi expressed profound grief, stating, “The brutal killing of innocent citizens has left the entire nation in pain and sorrow. From Kargil to Kanyakumari, our grief and outrage are one.” He extended solidarity to the affected families, assuring them that the government is making every effort to support those injured and under treatment. The PM underscored the unified resolve of 140 crore Indians against terrorism. “This was not just an attack on unarmed tourists but an audacious assault on India’s soul,” he declared.

With unwavering determination, PM Modi vowed to bring the perpetrators to justice, asserting, “Those who carried out this attack and those who conspired it will face a punishment far greater than they can imagine. The time has come to wipe out the remnants of terrorism. India’s willpower will crush the backbone of the masters of terrorism.” He further reinforced India’s global stance, stating from Bihar’s soil, “India will identify, track, and punish every terrorist, their handlers, and their backers, pursuing them to the ends of the earth. Terrorism will not go unpunished, and the entire nation stands firm in this resolve.”

PM Modi also expressed gratitude to the various countries, their leaders and the people who have stood by India in this hour of grief, emphasizing that “everyone who believes in humanity is with us.”