କତାରର ଅମୀର ମହାମହିମ ତମିମ ବିନ ହମଦ ଅଲ ଥାନୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାର୍ତ୍ତାଳାପ କରିଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ଶ୍ରୀ ମୋଦୀ କହିଛନ୍ତି:

“ଆଜି କତାରର ଅମୀର ମହାମହିମ ତମିମ ବିନ ହମଦ ଅଲ ଥାନୀଙ୍କ ସହ ଉତ୍ତମ ବାର୍ତ୍ତାଳାପ ହେଲା । ଏକତା ଏବଂ ଭାରତର କୋଭିଡ-19 ବିରୁଦ୍ଧ ଲଢେଇରେ ସହାୟତା ପ୍ରଦାନ ପାଇଁ ମୁଁ ତାଙ୍କୁ ଧନ୍ୟବାଦ ଜଣାଇଲି । କତାରରେ ବସବାସ କରୁଥିବା ଭାରତୀୟ ସମ୍ପ୍ରଦାୟଙ୍କୁ ସେବା ପ୍ରଦାନ କରିଥିବାରୁ ମୁଁ କୃତଜ୍ଞତା ଜଣାଇଲି” ।

Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
Public sector bank NPAs drop to 2.58% from 9.11% in 4 yrs: Finance ministry

Media Coverage

Public sector bank NPAs drop to 2.58% from 9.11% in 4 yrs: Finance ministry
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 22, 2025
July 22, 2025

Citizens Appreciate Inclusive Development How PM Modi is Empowering Every Indian