ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମିଷ୍ଟର ମାଲକମ ଟର୍ନବୁଲଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା କରିବା ସହିତ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି ।

କଥାବାର୍ତ୍ତା ବେଳେ ପ୍ରଧାନମନ୍ତ୍ରୀ ଅଷ୍ଟ୍ରେଲିଆରେ ବସବାସ କରୁଥିବା ଭାରତୀୟ ବଂଶୋଦ୍ଭବ ଶ୍ରୀ ମନମିତ ଆଲିସେରଙ୍କ ଜଘନ୍ୟ ହତ୍ୟା ଘଟଣାରେ ଭାରତର ସମ୍ବେଦନା ବିଷୟ ମିଷ୍ଟର ଟର୍ନବୁଲଙ୍କ ଦୃଷ୍ଟିକୁ ଆଣିଥିଲେ । ଏହି ଘଟଣାରେ ସେ ତାଙ୍କର ଉଦବେଗ ମଧ୍ୟ ପ୍ରକଟ କରିଥିଲେ ।

ପ୍ରଧାନମନ୍ତ୍ରୀ ଟର୍ନବୁଲ ଏହି ମର୍ମନ୍ତୁଦ ହତ୍ୟା ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଉଛି ବୋଲି କହିଥିଲେ ।

ଆସନ୍ତା 2017ରେ ଭାରତ ଗସ୍ତରେ ଆସିବା ପାଇଁ ପ୍ରଧାନମନ୍ତ୍ରୀ ଟର୍ନବୁଲଙ୍କୁ ସେ ପୁଣି ଥରେ ଆମନ୍ତ୍ରଣ ଜଣାଇଥିଲେ ।

Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
India's economy maintains growth momentum despite global uncertainties: Report

Media Coverage

India's economy maintains growth momentum despite global uncertainties: Report
NM on the go

Nm on the go

Always be the first to hear from the PM. Get the App Now!
...
PM Modi arrives in Alberta, Canada
June 17, 2025

Prime Minister Narendra Modi arrived in Canada a short while ago. He will take part in the G7 Summit.