ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ୱାଇ ଏସ ଜଗନ ମୋହନ ରେଡ୍ଡୀଙ୍କ ସହିତ କଥା ହୋଇଛନ୍ତି ଏବଂ ଘୂର୍ଣ୍ଣିବାତ୍ୟା ଗୁଲାବ ଦ୍ଵାରା ଉତ୍ପନ୍ନ ସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି । କେନ୍ଦ୍ରର ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରାଯିବା ନେଇ ପ୍ରଧାନମନ୍ତ୍ରୀ ସୁନିଶ୍ଚିତ କରାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ୱାଇ ଏସ ଜଗନଙ୍କ ସହିତ କଥା ହେଲି ଏବଂ ଘୂର୍ଣ୍ଣିବାତ୍ୟା ଗୁଲାବ ଦ୍ଵାରା ଉତ୍ପନ୍ନ ସ୍ଥିତି ସମ୍ପର୍କରେ ପଚାରି ବୁଝିଲି । କେନ୍ଦ୍ରର ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରାଯିବା ନେଇ ସୁନିଶ୍ଚିତ କରାଇଲି । ସମସ୍ତଙ୍କ ସୁରକ୍ଷା ଏବଂ ସୁସ୍ଥତା ପାଇଁ ମୁଁ ପ୍ରାର୍ଥନା କରୁଛି” ।
Spoke to Andhra Pradesh CM Shri @ysjagan and took stock of the situation arising in the wake of Cyclone Gulab. Assured all possible support from the Centre. I pray for everyone’s safety and well-being.
— Narendra Modi (@narendramodi) September 26, 2021