QuotePM speaks to Assam CM regarding flood situation in the State

ଆସାମର ବନ୍ୟା ପରିସ୍ଥିତି ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଓ ଆଜି ଲଗାତାର ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲଙ୍କ ସହ କଥାବାର୍ତ୍ତା ହୋଇଛନ୍ତି ।
ପ୍ରଧାନମନ୍ତ୍ରୀ କ୍ରମାଗତ ଟ୍ୱିଟ ଜରିଆରେ ଜଣାଇଛନ୍ତି ଯେ କେନ୍ଦ୍ର ସରକାର ରାଜ୍ୟର ବନ୍ୟା ପରିସ୍ଥିତି ଉପରେ ଅହରହ ନଜର ରଖିଛନ୍ତି ଏବଂ ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଆସାମକୁ ସମସ୍ତ ପ୍ରକାର ଆବଶ୍ୟକ ସହାୟତା ଯୋଗାଇ ଦିଆଯାଉଛି ।
‘‘ଆସାମରେ ବନ୍ୟା ପରିସ୍ଥିତି ଉତ୍ପନ୍ନ ହେବା ପରଠାରୁ କେନ୍ଦ୍ର ସରକାର ପରିସ୍ଥିତି ଉପରେ ଅନବରତ ନଜର ରଖିବା ସହିତ ଅନୁଧ୍ୟାନ କରୁଛନ୍ତି । ରାଜ୍ୟର ଭୀଷଣ ବନ୍ୟା ପରିସ୍ଥିତି ସମ୍ଭାଳିବା ପାଇଁ ସମସ୍ତ ପ୍ରକାର ଆବଶ୍ୟକ ସହାୟତା ଆସାମକୁ ଯୋଗାଇ ଦିଆଯାଉଛି,’’ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
1 in 3 US smartphone imports now made in India, China’s lead shrinks

Media Coverage

1 in 3 US smartphone imports now made in India, China’s lead shrinks
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 26, 2025
July 26, 2025

Citizens Appreciate PM Modi’s Vision of Transforming India & Strengthening Global Ties