QuotePM speaks to Maharashtra CM on the situation arising due to incessant rain in Mumbai

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳରେ ଲଗାଣ ବର୍ଷା ଓ ଜଳ ପ୍ଲାବନ ଯୋଗୁଁ ଦେଖାଦେଇଥିବା ପରିସ୍ଥିତି ସମ୍ପର୍କରେ ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସଙ୍କ ସହ କଥାବାର୍ତ୍ତା ହୋଇଛନ୍ତି । ରାଜ୍ୟର ଅନେକ ସ୍ଥାନରେ କ୍ରମାଗତ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ସବୁମନ୍ତେ ସହାୟତା ଯୋଗାଇ ଦେବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।

“ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁଁ ଦେଖାଦେଇଥିବା ପରିସ୍ଥିତି ନେଇ ଆଜି ମୁଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସଙ୍କ ସହ କଥାବାର୍ତ୍ତା କରିଛି ।

ରାଜ୍ୟର ବିଭିନ୍ନ ଭାଗରେ କ୍ରମାଗତ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ସବୁ ପ୍ରକାର ସହାୟତା ପ୍ରଦାନ କରିବ ବୋଲି ପ୍ରତିଶ୍ରୁତି ଦେଇଛି ।

ପ୍ରବଳ ବର୍ଷା ପରିପ୍ରେକ୍ଷୀରେ ମୁମ୍ବାଇ ଓ ଏହା ଆଖପାଖର ଜନସାଧାରଣ ସମସ୍ତ ପ୍ରକାର ଆବଶ୍ୟକ ପ୍ରତିଷେଧମୂଳକ ବ୍ୟବସ୍ଥା ଗ୍ରହଣ କରି ନିରାପଦରେ ରହିବା ପାଇଁ ନିବେଦନ କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
Govt launches 6-year scheme to boost farming in 100 lagging districts

Media Coverage

Govt launches 6-year scheme to boost farming in 100 lagging districts
NM on the go

Nm on the go

Always be the first to hear from the PM. Get the App Now!
...
Lieutenant Governor of Jammu & Kashmir meets Prime Minister
July 17, 2025

The Lieutenant Governor of Jammu & Kashmir, Shri Manoj Sinha met the Prime Minister Shri Narendra Modi today in New Delhi.

The PMO India handle on X wrote:

“Lieutenant Governor of Jammu & Kashmir, Shri @manojsinha_ , met Prime Minister @narendramodi.

@OfficeOfLGJandK”