ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର 15 ଅଗଷ୍ଟ ପାର୍କସ୍ଥିତ ଲାଲକିଲ୍ଲା ମୈଦାନରେ ଆଜି ଅନୁଷ୍ଠିତ ଦଶହରା ସମାରୋହରେ ଯୋଗ ଦେଇଛନ୍ତି ।

|

ପ୍ରଧାନମନ୍ତ୍ରୀ ଏହି ଅବସରରେ ଲବ-କୁଶ ରାମଲୀଳା କମିଟି ପକ୍ଷରୁ ଆୟୋଜିତ ରାମଲୀଳା ଦେଖିଥିଲେ । ସମାରୋହରେ ସତ୍ୟ ଉପରେ ଅସତ୍ୟର ବିଜୟ ସ୍ୱରୂପ ରାବଣ, କୁମ୍ଭକର୍ଣ୍ଣ ଓ ମେଘନାଦ ପୋଡି କାର୍ଯ୍ୟକ୍ରମକୁ ମଧ୍ୟ ପ୍ରଧାନମନ୍ତ୍ରୀ ଉପଭୋଗ କରିଥିଲେ ।    

|

ଏହି ସମାବେଶରେ ରାଷ୍ଟ୍ରପତି ଶ୍ରୀ ରାମ ନାଥ କୋବିନ୍ଦ ମଧ୍ୟ ଯୋଗ ଦେଇଥିଲେ ।

|
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
'Operation Brahma': First Responder India Ships Medicines, Food To Earthquake-Hit Myanmar

Media Coverage

'Operation Brahma': First Responder India Ships Medicines, Food To Earthquake-Hit Myanmar
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 30, 2025
March 30, 2025

Citizens Appreciate Economic Surge: India Soars with PM Modi’s Leadership